ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୯୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩୫୯ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ୧୬୩୭ ଟି ହେଉଛି ଲୋକାଲ୍ କେସ୍।
ଖୋର୍ଦ୍ଧାରେ ସଂକ୍ରମିତଙ୍କ ସଂଖ୍ୟା କମିବା ନାଁ ଧରୁ ନ ଥିବା ବେଳେ ଆଜି ବି ସର୍ବାଧିକ ୬୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ କଟକରୁ ୩୫୪, ବାଲେଶ୍ୱରରୁ ୨୦୯, ମୟୂରଭଞ୍ଜରୁ ୧୬୦, ନବରଙ୍ଗପୁରରୁ ୧୫୧, କେନ୍ଦ୍ରାପଡ଼ାରୁ ୧୩୦, ଜଗତସିଂହପୁରରୁ ୧୨୨, ଯାଜପୁରରୁ ୧୧୯, ଭଦ୍ରକ ଜିଲ୍ଲାରୁ ୧୧୨ ଓ ନୂଆପଡ଼ାରୁ ୧୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Covid-19 Report For 10th September
New Positives Cases: 3996
In quarantine: 2359
Local contacts: 1637(Details of local contacts will be shared by concerned Dist Administration)
District Wise Cases
1. Angul: 138
2. Balasore: 209
3. Bargarh: 97
4. Bhadrak: 112
5. Balangir: 124— I & PR Department, Odisha (@IPR_Odisha) September 11, 2020
6. Boudh: 39
7. Cuttack: 354
8. Deogarh: 10
9. Dhenkanal: 87
10. Gajapati: 25
11. Ganjam: 89
12. Jagatsinghpur: 122
13. Jajpur: 119
14. Jharsuguda: 79
15. Kalahandi: 58
16. Kandhamal: 47
17. Kendrapada: 130
18. Keonjhar: 60
19. Khurda: 606
20. Koraput: 93
21. Malkangiri: 47— I & PR Department, Odisha (@IPR_Odisha) September 11, 2020
22. Mayurbhanj: 160
23. Nawarangpur: 151
24. Nayagarh: 77
25. Nuapada: 103
26. Puri: 279
27. Rayagada: 105
28. Sambalpur: 91
29. Sonepur: 91
30. Sundargarh: 88
31. State Pool: 206New Recovery: 2706
Cumulative Tested: 2323641
Positive: 143117
Recovered: 108001
Active Case: 34458— I & PR Department, Odisha (@IPR_Odisha) September 11, 2020
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୧୧୭ ରେ ପହଞ୍ଚିଥିବା ବେଳେ ୩୪୪୫୮ ଆକ୍ଟିଭ କେସ୍ ରହିଛି। ୧୦୮୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।