ରାଜ୍ୟରେ ଚିହ୍ନଟ ହେଲେ ୨୭୫୨ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୭୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୦୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୪୪ ଟି ହେଉଛି ଲୋକାଲ୍ କେସ୍‌। 6. Boudh: 11 7. Cuttack: 247 8. Deogarh: 6 9. Dhenkanal: 1 10. Gajapati: 60 11. Ganjam: 212 12. Jagatsinghpur: 101 […]

corona-22

corona-22

Niharika Rout
  • Published: Tuesday, 25 August 2020
  • Updated: 25 August 2020, 01:39 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୭୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୦୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୪୪ ଟି ହେଉଛି ଲୋକାଲ୍ କେସ୍‌।

୩୦ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସବୁଠୁ ଅଧିକ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧା ଜିଲ୍ଲାରେ। ଏଠାରୁ ୪୨୩ ଜଣଙ୍କୁ ଚିହ୍ନଟ କରାଯାଇଛି।

କଟକରୁ ୨୪୭ ଜଣ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୨୧୭, ଗଞ୍ଜାମରୁ ୨୧୨, କୋରାପୁଟରୁ ୧୭୪, ମୟୂରଭଞ୍ଜରୁ ୧୩୭, ପୁରୀରୁ ୧୪୪, ରାୟଗଡ଼ାରୁ ୧୭୭ ଓ ବାଲେଶ୍ୱରରୁ ୧୨୯ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୪,୨୩୧ରେ ପହଞ୍ଚିଥିବା ବେଳେ ୫୬,୯୨୪ ଜଣ ସୁସ୍ଥ ହୋଇସାରିଛନ୍ତି। ୨୬,୮୨୬ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନାରେ ୪୨୮ ଜଣଙ୍କର ମୃତ୍ୟୁ ଘଟିସାରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story