ରାଜ୍ୟରେ ୪୩୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ୪୩୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୨୫୧୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୮୨୩  ହେଉଛି ଲୋକାଲ୍ କେସ୍‌।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।