ରାଜ୍ୟରେ ଚିହ୍ନଟ ହେଲେ ୩୬୮୨ ନୂଆ କରୋନା ଆକ୍ରାନ୍ତ, ଖୋର୍ଦ୍ଧା ଟପିଲା ୭୦୦

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ନୂଆ ୩୬୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ୨୨୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୪୪୧ ଟି ହେଉଛି ଲୋକାଲ୍ କେସ୍‌। ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲା ଏବେ କରୋନାର ହଟସ୍ପଟ ପାଲଟିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ବଢ଼ିବାକୁ ଲାଗିଥିବା ବେଳେ କମିବା ନାଁ ଧରୁ ନାହିଁ। ଖୋର୍ଦ୍ଧାରୁ […]

COrona-5-2

COrona-5-2

Niharika Rout
  • Published: Friday, 28 August 2020
  • Updated: 28 August 2020, 03:46 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ନୂଆ ୩୬୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ୨୨୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୪୪୧ ଟି ହେଉଛି ଲୋକାଲ୍ କେସ୍‌।

ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲା ଏବେ କରୋନାର ହଟସ୍ପଟ ପାଲଟିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ବଢ଼ିବାକୁ ଲାଗିଥିବା ବେଳେ କମିବା ନାଁ ଧରୁ ନାହିଁ। ଖୋର୍ଦ୍ଧାରୁ ନୂଆ  ୭୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହା ରାଜ୍ୟରେ ସର୍ବାଧିକ। ଏହାପରେ ରାୟଗଡ଼ା ଜିଲ୍ଲାରୁ ୪୯୫, କଟକ ଜିଲ୍ଲାରୁ ୩୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲାରୁ ୨୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  କୋରାପୁଟରୁ ୧୪୦, ସମ୍ବଲପୁରରୁ ୧୨୮, ନୟାଗଡ଼ ଜିଲ୍ଲାରୁ ୧୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୬୮ରେ ପହଞ୍ଚିଥିବା ବେଳେ ୬୫,୩୨୩ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୨୮,୮୩୬ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story