Advertisment

ରାଜ୍ୟରେ ୧୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ   ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୩୩ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୦୧ ହେଉଛି ଲୋକାଲ୍ କେସ୍‌। ଆଜି ଖୋର୍ଦ୍ଧା ରୁ ସର୍ବାଧିକ ୧୪୪ ପଜିଟିଭ ଚିହ୍ନଟ ହୋଇଛନ୍ତି। Covid-19 Report For 7th November New Positive Cases: 1434 In Quarantine: 833 Local Contacts: 601 (Details of local […]

ଅଦ୍ୟତନ ହୋଇଛି
ରାଜ୍ୟରେ ଚିହ୍ନଟ ହେଲେ ୭୪୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ୧୦୦ ତଳକୁ ରହିଛି ସଂଖ୍ୟା

Coronavirus

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ   ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୩୩ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୦୧ ହେଉଛି ଲୋକାଲ୍ କେସ୍‌। ଆଜି ଖୋର୍ଦ୍ଧା ରୁ ସର୍ବାଧିକ ୧୪୪ ପଜିଟିଭ ଚିହ୍ନଟ ହୋଇଛନ୍ତି।

Advertisment

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୫୭୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୮୬୮୫୭ସୁସ୍ଥ ହୋଇସାରିଲେଣି।୧୩୨୩୯ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ୍ ୧୪୨୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।

Corona
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe