ରାଜ୍ୟରେ ଚିହ୍ନଟ ହେଲେ ୧୩୮୪ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୨୮ ଜିଲ୍ଲାରୁ ୧୪୮୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୪୯୫ ହେଉଛି ଲୋକାଲ୍ କେସ୍‌। Covid-19 Report For 3rd August New Positive Cases: 1384 In Quarantine: 889 Local Contacts: 495 (Details of local contacts will be […]

corona-22

corona-22

Niharika Rout
  • Published: Tuesday, 04 August 2020
  • Updated: 04 August 2020, 11:55 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୨୮ ଜିଲ୍ଲାରୁ ୧୪୮୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୪୯୫ ହେଉଛି ଲୋକାଲ୍ କେସ୍‌।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟ ୩୭,୬୮୧ରେ ପହଞ୍ଚିଥିବା ବେଳେ ସୁସ୍ଥ ହୋଇ ସାରିଲେଣି ୨୩,୦୭୩ ଜଣ। ଏହାବ୍ୟତୀତ ରାଜ୍ୟରେ ଆକ୍ଟିଭ କେସ୍‌ ହେଉଛି ୧୪,୩୫୦। ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬ରେ ପହଞ୍ଚିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story