୯ ଦିନ ପାଇଁ ସାରା ରାଜ୍ୟରେ କଟକଣା, ଭୋଜି ବି ମନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ରୋକିବା ପାଇଁ ବଡ଼ଦିନ ଓ ନୂଆବର୍ଷ ପୂର୍ବରୁ ରାଜ୍ୟ ସରକାର ଜାରି କଲେ କଟକଣା। ଆସନ୍ତାକାଲି (ଡିସେମ୍ବର ୨୫) ଠାରୁ ଜାନୁଆରୀ ୨ ତାରିଖ ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି। ଆସନ୍ତାକାଲି ବଡ଼ଦିନ ପାଳନକୁ କେବଳ ଚର୍ଚ୍ଚ ଭିତରେ ସୀମିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସର୍ବାଧିକ ୫୦ ଜଣଙ୍କୁ ନେଇ ବଡ଼ ଦିନ ପାଳନ କରିବାକୁ କୁହାଯାଇଛି। ସେଥିପାଇଁ କୋଭିଡ୍ ପ୍ରୋଟୋକଲକୁ ମାନିବାକୁ ପଡ଼ିବ। ପୁଣି ଏଥିପାଇଁ ଜିଲ୍ଲା ପ୍ରଶାସନ […]

Lokaseba Bhaban

Lokaseba Bhaban

Jitendra Garnayak
  • Published: Friday, 24 December 2021
  • Updated: 24 December 2021, 02:47 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ରୋକିବା ପାଇଁ ବଡ଼ଦିନ ଓ ନୂଆବର୍ଷ ପୂର୍ବରୁ ରାଜ୍ୟ ସରକାର ଜାରି କଲେ କଟକଣା। ଆସନ୍ତାକାଲି (ଡିସେମ୍ବର ୨୫) ଠାରୁ ଜାନୁଆରୀ ୨ ତାରିଖ ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି।

ଆସନ୍ତାକାଲି ବଡ଼ଦିନ ପାଳନକୁ କେବଳ ଚର୍ଚ୍ଚ ଭିତରେ ସୀମିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସର୍ବାଧିକ ୫୦ ଜଣଙ୍କୁ ନେଇ ବଡ଼ ଦିନ ପାଳନ କରିବାକୁ କୁହାଯାଇଛି। ସେଥିପାଇଁ କୋଭିଡ୍ ପ୍ରୋଟୋକଲକୁ ମାନିବାକୁ ପଡ଼ିବ। ପୁଣି ଏଥିପାଇଁ ଜିଲ୍ଲା ପ୍ରଶାସନ ବା ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ବା ସ୍ଥାନୀୟ କର୍ତ୍ତୃପକ୍ଷ ଯଦି କିଛି ନିୟମ କରିଥା’ନ୍ତି, ତା’ହେଲେ ତାକୁ ବି ପାଳନ କରିବାକୁ ପଡ଼ିବ।

ସେହିଭଳି ଜିରୋ ନାଇଟ୍ ସେଲିବ୍ରେସନକୁ ବାରଣ କରାଯାଇଛି। ନୂଆ ବର୍ଷକୁ ସ୍ୱାଗତ କରିବାକୁ ହୋଟେଲ, କ୍ଲବ ଓ ରେଷ୍ଟୁରାଣ୍ଟରେ କୌଣସି ପ୍ରକାର କାର୍ଯ୍ୟକ୍ରମ କରାଯାଇପାରିବ ନାହିଁ। ସମସ୍ତ ପ୍ରକାର ମିଳିତ ଭୋଜି ଉପରେ କଟକଣା ଲାଗୁ କରାଯାଇଛି। କାଲିଠାରୁ ଜାନୁଆରୀ ୨ ତାରିଖ ମଧ୍ୟରେ ସମସ୍ତ ପ୍ରକାର ରାଲି, ନାଚ, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସମ୍ପୂର୍ଣ୍ଣ ମନା କରାଯାଇଛି।

ବାହାଘର ବ୍ୟତୀତ ସମସ୍ତ ପ୍ରକାର ଉତ୍ସବ ଉପରେ ରୋକ୍ ଲଗାଯାଇଛି। କୋଭିଡ୍-୧୯ କଟକଣା ମଧ୍ୟରେ ଶେଷକୃତ୍ୟ ସଂପନ୍ନ କରିବାକୁ ଅନୁମତି ମିଳିଛି। ଯେପରି ଅଧିକ ଲୋକଙ୍କ ଭିଡ଼ ନଜମିବ ସେଥିପାଇଁ ଏହି ସବୁ କାର୍ଯ୍ୟକ୍ରମ ଗୁଡ଼ିକ ଉପରେ ସ୍ଥାନୀୟ ପ୍ରଶାସନର ନଜର ରହିବ।

ସୂଚନାଯୋଗ୍ୟ, ଏବେ ସାରା ପୃଥିବୀରେ କରୋନା ଭାଇରସର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ୍‌କୁ ନେଇ ଲୋକେ ଚିନ୍ତିତ ଥିବା ବେଳେ ଏହା ଆମ ରାଜ୍ୟରେ ବି ପଶି ସାରିଲାଣି। ଦେଶରେ ଏଯାବତ୍ ମୋଟ ୩୫୮ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆମ ରାଜ୍ୟରେ ୪ ଜଣ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story