କେନ୍ଦୁଝରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ପହଞ୍ଚିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁଯାୟୀ, ନୂଆ ଆକ୍ରାନ୍ତ ଜଣଙ୍କ ଜିଲ୍ଲାର ହାଟଡ଼ିହି ଅଞ୍ଚଳର। ସେ ଜଣେ ଯୁବକ। ତାଙ୍କ ବୟସ ୩୦ ବର୍ଷ। ସେ କୋଲକାତାରୁ ଫେରିଥିଲେ। ତାଙ୍କ ଠାରେ କୌଣସି ଲକ୍ଷଣ ନଥିଲା। ସେ କ୍ୱାରେଣ୍ଟାଇନ୍‌ରେ ଥିଲେ। ତାଙ୍କର କଣ୍ଟାକ୍ଟ ଟ୍ରେସିଂ ସହିତ […]

corona3

corona3

Jitendra Garnayak
  • Published: Sunday, 03 May 2020
  • Updated: 03 May 2020, 02:43 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ପହଞ୍ଚିଛି।

ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁଯାୟୀ, ନୂଆ ଆକ୍ରାନ୍ତ ଜଣଙ୍କ ଜିଲ୍ଲାର ହାଟଡ଼ିହି ଅଞ୍ଚଳର। ସେ ଜଣେ ଯୁବକ। ତାଙ୍କ ବୟସ ୩୦ ବର୍ଷ। ସେ କୋଲକାତାରୁ ଫେରିଥିଲେ। ତାଙ୍କ ଠାରେ କୌଣସି ଲକ୍ଷଣ ନଥିଲା। ସେ କ୍ୱାରେଣ୍ଟାଇନ୍‌ରେ ଥିଲେ। ତାଙ୍କର କଣ୍ଟାକ୍ଟ ଟ୍ରେସିଂ ସହିତ ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିଛି।

କେନ୍ଦୁଝର ଜିଲ୍ଲାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୬ ଜଣ ସୁସ୍ଥ ହୋଇସାରିଲେଣି।

ଏହା ପୂର୍ବରୁ ଆଜି ବାଲେଶ୍ୱର ଓ ଝାରସୁଗୁଡ଼ା ଜିଲ୍ଲାରେ ଜଣେ ଲେଖାଏ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ବାଲେଶ୍ୱର ଜିଲ୍ଲାରେ ଚିହ୍ନଟ ହୋଇଥିବା ଯୁବକଙ୍କ ବୟସ ୩୪ ବର୍ଷ। ସେ ପଶ୍ଚିମବଙ୍ଗରୁ ଫେରିଥିଲେ। ତାଙ୍କ ଠାରେ କୌଣସି ଲକ୍ଷଣ ନଥିଲା। ତେବେ ସାମ୍ପଲ ଟେଷ୍ଟ ପରେ ସେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଏହି ନୂଆ କେସ୍ ସହିତ ବାଲେଶ୍ୱର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୩ ଜଣ ସୁସ୍ଥ ହୋଇସାରିଛନ୍ତି।

ସେହିପରି ଝାରସୁଗୁଡ଼ାରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣେ ମହିଳା। ତାଙ୍କ ବୟସ ୪୦ ବର୍ଷ। ଏହି ମହିଳା ଜଣଙ୍କ ଲଖନପୁର ବ୍ଲକ୍ କୁଡ଼ାଲୋଇ ପଞ୍ଚାୟତର ଡହଲବେଡ଼ା ଗାଁର। ସେ ୨୧ରୁ ୨୬ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼ ଜିଲ୍ଲାର ବନପଲ୍ଲୀକୁ ଯାଇଥିଲେ। ଭଉଣୀଙ୍କ ଝିଅର ଡେଲିଭରି ଥିବାରୁ ସେ ସେଠାକୁ ଯାଇଥିଲେ। ୨୬ ତାରିଖରେ ଫେରିବା ପରେ ଘର ଭିତରେ ରହିଥିଲେ। ସେ ସୁନ୍ଦରଗଡ଼ରୁ ଫେରିଥିବାରୁ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଏହା ସହିତ ଜିଲ୍ଲାରେ କରୋନା ପଜିଟିଭ୍ କେସ୍ ୨ରେ ପହଞ୍ଚିଛି। ଦୁହେଁ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story