ରାଜଧାନୀରେ ସାଇବର ଥାନା ଉଦ୍‌ଘାଟିତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜଧାନୀରେ ଆଉ ଏକ ସାଇବର ଥାନା ଉଦଘାଟିତ ହୋଇଛି।  ଭୁବନେଶ୍ୱର ସାଇବର କମ୍ପ୍ଲେକ୍ସରେ କ୍ରାଇମବ୍ରାଞ୍ଚର ସାଇବର ଥାନାକୁ ଉଦ୍‌ଘାଟନ କରିଛନ୍ତି ପୁଲିସ ଡିଜି ଅଭୟ।  ଏହାକୁ ମିଶାଇ ରାଜ୍ୟରେ ଏବେ ସାଇବର ଥାନା ସଂଖ୍ୟା ୪କୁ ବୃଦ୍ଧି ହୋଇଛି।  କଟକରେ ଥିବା ସାଇବର ଥାନା ମଧ୍ୟ ଭୁବନେଶ୍ୱରରୁ ଅପରେଟ ହେବ। ତେବେ ସାଇବର ମାମଲା ତୁଳନାରେ ଦକ୍ଷତାର ଅଭାବ ରହୁଛି, ତେଣୁ ସାଇବର ଥାନା ମାଧ୍ୟମରେ କର୍ମଚାରୀଙ୍କୁ ଟ୍ରେନିଂ ଦେଇ ସେମାନଙ୍କ ଦକ୍ଷତା […]

bbsr

bbsr

Tapaswini Nayak
  • Published: Monday, 02 November 2020
  • Updated: 02 November 2020, 12:11 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ରାଜଧାନୀରେ ଆଉ ଏକ ସାଇବର ଥାନା ଉଦଘାଟିତ ହୋଇଛି।  ଭୁବନେଶ୍ୱର ସାଇବର କମ୍ପ୍ଲେକ୍ସରେ କ୍ରାଇମବ୍ରାଞ୍ଚର ସାଇବର ଥାନାକୁ ଉଦ୍‌ଘାଟନ କରିଛନ୍ତି ପୁଲିସ ଡିଜି ଅଭୟ।  ଏହାକୁ ମିଶାଇ ରାଜ୍ୟରେ ଏବେ ସାଇବର ଥାନା ସଂଖ୍ୟା ୪କୁ ବୃଦ୍ଧି ହୋଇଛି।  କଟକରେ ଥିବା ସାଇବର ଥାନା ମଧ୍ୟ ଭୁବନେଶ୍ୱରରୁ ଅପରେଟ ହେବ।

ତେବେ ସାଇବର ମାମଲା ତୁଳନାରେ ଦକ୍ଷତାର ଅଭାବ ରହୁଛି, ତେଣୁ ସାଇବର ଥାନା ମାଧ୍ୟମରେ କର୍ମଚାରୀଙ୍କୁ ଟ୍ରେନିଂ ଦେଇ ସେମାନଙ୍କ ଦକ୍ଷତା ବୃଦ୍ଧି କରାଯିବ ବୋଲି ଡିଜିପି କହିଛନ୍ତି। ପ୍ରତି ଥାନାରେ ସାଇବର କ୍ରାଇମ୍ ସମ୍ପର୍କିତ ଜ୍ଞାନ ଥିବା ଜଣେ କର୍ମଚାରୀ ରହିବେ ଏବଂ ଏହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରାଯିବ ବୋଲି ଡିଜିପି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story