କଟକ(ଓଡ଼ିଶା ରିପୋର୍ଟର)ଫୋନି ପାଇଁ କଟକ ଶୈଳବାଳା ସ୍ୱୟଂଶାସିତ ମହିଳା ମହାବିଦ୍ୟାଳୟର ଯେଉଁ ପରୀକ୍ଷା ସବୁ ଘୁଞ୍ଚା ଯାଇଥିଲା ସେଗୁଡ଼ିକର ନୂଆ ତାରିଖ ନିର୍ଦ୍ଧାରଣ କରାଯାଇଛି।
ଏଥିରେ ରହିଛି ବିଏଡ୍ ପରୀକ୍ଷା ଓ ପିଜିର ଗୋଟିଏ ପେପର। ବିଏଡ୍ ପରୀକ୍ଷା ଗତ ୩ ତାରିଖରୁ ୮ ତାରିଖ ମଧ୍ୟରେ ହେବାର ଥିଲା ନୂଆ ସୂଚୀ ଅନୁସାରେ ଏହି ପରୀକ୍ଷା ମେ ୨୧ରୁ ୨୫ ତାରିଖ ମଧ୍ୟରେ ହେବ । ସେହିପରି ପିଜି OE-2 ପେପର ମେ’ ୨୫ ତାରିଖରେ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Weather
ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Politics
‘ପାପ’ ଧୋଇବା ଷ୍ଟ୍ରାଟେଜୀ ମାରିଲା ଫେଲ୍: ନିର୍ବାଚନ ଆୟୋଗଙ୍କ ୱେବସାଇଟରେ ରହିଛି ଜବାବ, ତଥାପି ପ୍ରଶ୍ନ କରିଛି ବିଜେଡି
ନିର୍ବାଚନ କମିଶନଙ୍କୁ ବିଜେଡି ପଚାରିଥିବା ପ୍ରଶ୍ନର ଉତ୍ତର ପୂର୍ବରୁ ଦେଇ ସାରିଛନ୍ତି କମିଶନ। ପ୍ରତିଷ୍ଠା ଦିବସ ଓ ସାଂଗଠନିକ ନିର୍ବାଚନ ପ୍ରକ୍ରିୟାରେ ଆନୁଷ୍ଠାନିକ ଭାବେ ପୁଣିଥରେ ପାଣ୍ଡିଆନଙ୍କ ଗୁରୁତ୍ୱ ବଢ଼ାଇବାକୁ ଆରମ୍ଭ ହୋଇଛି ଉଦ୍ୟମ।