ପାରଳାରେ ମହାଦେଈ କଲ୍ୟାଣୀ ଗଜପତିଙ୍କ ଶାସନ ଆରମ୍ଭ

ପାରଳାଖେମୁଣ୍ଡି (ଆଦର୍ଶ ଦାସ): ପାରଳାରେ ମହାଦେଈ କଲ୍ୟାଣୀ ଗଜପତିଙ୍କ ଶାସନ ଆରମ୍ଭ ହୋଇଛି। ପାରଳା ମହାରାଜ ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ପରଲୋକ ପରେ ରାଜ ପରିବାର ରୀତିନୀତି ଅନୁଯାୟୀ ସିଂହାସନ ଆରୋହଣ କରିଛନ୍ତି ତାଙ୍କ କନ୍ୟା କଲ୍ୟାଣୀ ଗଜପତି। ବିଧିବଦ୍ଧ ଭାବେ ରାଜ ପୁରୋହିତ କଲ୍ୟାଣୀ ଗଜପତିଙ୍କ ରାଜ୍ୟାଭିଷେକ କରିଥିଲେ। ଏହାପରେ ପାରଳା ରାଜ ପରିବାରର ଦାୟିତ୍ୱ ଗ୍ରହଣ କରିଛନ୍ତି କଲ୍ୟାଣୀ ଗଜପତି ରାଜଦେଇ। ଗତକାଲି ପାରଳା ମହାରାଜ ଗୋପୀନାଥ ଗଜପତି ନାରାୟଣ ଦେବଙ୍କର ଭୁବନେଶ୍ୱରର […]

parala0

parala0

Tapaswini Nayak
  • Published: Saturday, 11 January 2020
  • Updated: 11 January 2020, 10:08 AM IST

ପାରଳାଖେମୁଣ୍ଡି (ଆଦର୍ଶ ଦାସ): ପାରଳାରେ ମହାଦେଈ କଲ୍ୟାଣୀ ଗଜପତିଙ୍କ ଶାସନ ଆରମ୍ଭ ହୋଇଛି। ପାରଳା ମହାରାଜ ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ପରଲୋକ ପରେ ରାଜ ପରିବାର ରୀତିନୀତି ଅନୁଯାୟୀ ସିଂହାସନ ଆରୋହଣ କରିଛନ୍ତି ତାଙ୍କ କନ୍ୟା କଲ୍ୟାଣୀ ଗଜପତି। ବିଧିବଦ୍ଧ ଭାବେ ରାଜ ପୁରୋହିତ କଲ୍ୟାଣୀ ଗଜପତିଙ୍କ ରାଜ୍ୟାଭିଷେକ କରିଥିଲେ। ଏହାପରେ ପାରଳା ରାଜ ପରିବାରର ଦାୟିତ୍ୱ ଗ୍ରହଣ କରିଛନ୍ତି କଲ୍ୟାଣୀ ଗଜପତି ରାଜଦେଇ।

ଗତକାଲି ପାରଳା ମହାରାଜ ଗୋପୀନାଥ ଗଜପତି ନାରାୟଣ ଦେବଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିଲା। ଏହାପରେ ମରଶରୀରକୁ ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ନିଆଯାଇଥିଲା। ମରଶରୀର ପାରଳାଖେମୁଣ୍ଡି ରାଜନହରରେ ପହଞ୍ଚିବା ପରେ ପ୍ରଥମେ ତାଙ୍କ ଝିଅ ଗଜପତି କଲ୍ୟାଣୀ ରାଜଙ୍କ ରାଜ୍ୟାଭିଷେକ କରାଯାଇଥିଲା । ଏହାପରେ ତାଙ୍କୁ ସିଂହାସନ ଆରୋହଣ କରାଯାଇଥିଲା। ସିଂହାସନରେ ରାଜଦେଈ ବସି ନିର୍ଦ୍ଦେଶ ଦେବା ପରେ ମହାରାଜ ଗୋପୀନାଥ ଗଜପତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।

ପାରଳା ଇତିହାସରେ ଜଣେ ମହିଳା ରାଜ ସିଂହାସନ ଆରୋହଣ କରିବାର ଏହା ହେଉଛି ପ୍ରଥମ ଘଟଣା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story