ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିନା ସ୍ପର୍ଶରେ ବିମାନରେ ବସିବେ ଯାତ୍ରୀ। କରୋନା ସଂକ୍ରମଣ ରୋକିବାକୁ ଭୁବନେଶ୍ୱର ବିମାନ ବନ୍ଦର କର୍ତ୍ତୃପକ୍ଷ ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି। ଲକ୍ଡାଉନ୍ ଉଠିବା ପରେ ପୁନଃ ବିମାନ ସେବା ଆରମ୍ଭ ହେବାକୁ ଥିବା ବେଳେ ଯାତ୍ରୀ ଓ କର୍ମଚାରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।
ଭୁବନେଶ୍ୱର ବିମାନ ବନ୍ଦର ହେବ ନନ୍ ଟଚ୍ ବିମାନ ବନ୍ଦର। ଅର୍ଥାତ ଟର୍ମିନାଲ୍ ପରିସରରେ ପ୍ରବେଶ ପଥରୁ ଆରମ୍ଭ କରି ଟିକେଟ୍ ଚେକ୍ ଇନ୍ କାଉଣ୍ଟର ସବୁଠି ବିନା ସ୍ପର୍ଶରେ କାର୍ଯ୍ୟ କରିବା ପାଇଁ ବିମାନ ବନ୍ଦର କର୍ତ୍ତୃପକ୍ଷ ବ୍ୟବସ୍ଥା କରୁଛନ୍ତି। ଅନ୍ୟପକ୍ଷରେ ବିମାନ ବନ୍ଦରର ଆଧୁନୀକିକରଣ କାମ ବି ଆରମ୍ଭ ହୋଇଛି। ବିମାନ ବନ୍ଦର ପରିସରରେ ଏୟାର ଟ୍ରାଫିକ୍ କଣ୍ଟ୍ରୋଲ ବା ଏଟିସି ଟାଓ୍ୱାର, ପାରାଲାଲ୍ ଟାକ୍ସିବେ’ର କାମ ମଧ୍ୟ ଆରମ୍ଭ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।