Advertisment

ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟିତ: ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମନ୍ତ୍ରୀ

ବରଗଡ଼ (ଓଡ଼ିଶା ରିପୋର୍ଟର): ବରଗଡ ଜିଲ୍ଲା ଗାଇସିଲେଟରେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଉଦଘାଟନ କରିଛନ୍ତି। ପରେ ମନ୍ତ୍ରୀ ମେଡିକାଲ ବୁଲି ଦେଖିବା ସହ ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲ୍ଲା ବିଜେଡି ସଭାପତି ବିଜୟ ରଞ୍ଜନ ସିଂବରିହା, ସିଡିଏମଓ ପ୍ରକାଶ ପ୍ରଧାନ ଓ ପୂର୍ବତନ ଜିଲ୍ଲା ସଭାପତି ପ୍ରଭାତାଦିତ୍ୟ ମିଶ୍ର ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe