ପୁରୀ(ଓଡ଼ିଶା ରିପୋର୍ଟର): ଗତକାଲି ନବୀନ ପଟ୍ଟନାୟକ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ୨୦ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତେବେ ଶପଥ ନେବାପରେ ନୂଆ ମନ୍ତ୍ରୀମାନେ ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି।
ମନ୍ତ୍ରୀ ପଦ୍ମନାଭ ବେହେରା ମଧ୍ୟ ଶ୍ରୀକ୍ଷେତ୍ର ଯାଇ କାଳିଆର ଆଶୀର୍ବାଦ ଭିକ୍ଷା କରିଛନ୍ତି।
ସୂଚନାଯୋଗ୍ୟ, ପଦ୍ମନାଭ ବେହେରା ବାଣିଜ୍ୟ ଓ ପରିବହନ, ଯୋଜନା ଓ ସମନ୍ନୟ ମନ୍ତ୍ରୀ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଇଣ୍ଡିଆ ଫୋର୍ବସ ସିଲେକ୍ଟ-୨୦୦ ତାଲିକାରେ ଓଟିଭି
ବିଶ୍ୱର ପ୍ରତିଟି ଓଡ଼ିଆଙ୍କୁ ଭିନ୍ନ ଭିନ୍ନ ପ୍ଲାଟଫର୍ମରେ ଯୋଡ଼ି ପାରିଥିବା ଓଟିଭି ଅନ୍ୟ ସମସାମୟିକଙ୍କଠାରୁ ବହୁ ଆଗରେ। ଓଟିଭିର ପରିଚାଳନା ନିର୍ଦ୍ଦେଶିକା ଜଗି ମଙ୍ଗତ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ବଳିଷ୍ଠ ମାର୍ଗଦର୍ଶନରେ ଏହି ସଫଳତା ହାସଲ କରିଛି ଓଟିଭି।
Crime
ମୁହଁ ଖୋଲିଲେ ଚର୍ଚ୍ଚିତ ବାବାଙ୍କ ବାପା: କହିଲେ- ମୋ ପୁଅ ଠାକୁର ନୁହେଁ
ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା।
Crime
ରାଜଧାନୀରେ ପରିଚୟ ଖୋଜୁଛି ମୃତଦେହ
ଭୁବନେଶ୍ୱର ସତ୍ୟନଗର- ବାଣୀବିହାର ମଧ୍ୟରେ ରେଳ ଧାରଣା କଡ଼ରେ ଏକ ଖଣ୍ଡ ବିଖଣ୍ଡିତ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ଜିଆର୍ପିକୁ ଖବର ଦେଇଥିଲେ।
Crime
ମଦ ଦେବାକୁ ମନା କରିବାରୁ ମାଡ଼; ବାର୍ କର୍ମଚାରୀ ଗୁରୁତର
ବାର୍ ବନ୍ଦ ହେଉଥିବାରୁ ମଦ ଦେବାକୁ ମନା କଲେ କର୍ମଚାରୀ। ଏଥିରେ ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଭାବେ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ ୪ ଯୁବକ ।
Crime
ନାବାଳକଙ୍କ ପାଦ ତଳେ ତୁଳସୀ ଲାଗି ଘଟଣା; ମାମଲା ରୁଜୁ କଲା ଶିଶୁ ଆୟୋଗ
ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛି ଶିଶୁ ଆୟୋଗ।