ଶ୍ରୀଜିଉଙ୍କୁ ଦର୍ଶନ କଲେ ମନ୍ତ୍ରୀ ପଦ୍ମନାଭ ବେହେରା

ପୁରୀ(ଓଡ଼ିଶା ରିପୋର୍ଟର): ଗତକାଲି ନବୀନ ପଟ୍ଟନାୟକ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ୨୦ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତେବେ ଶପଥ ନେବାପରେ ନୂଆ ମନ୍ତ୍ରୀମାନେ ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ମନ୍ତ୍ରୀ ପଦ୍ମନାଭ ବେହେରା ମଧ୍ୟ ଶ୍ରୀକ୍ଷେତ୍ର ଯାଇ କାଳିଆର ଆଶୀର୍ବାଦ ଭିକ୍ଷା କରିଛନ୍ତି। ସୂଚନାଯୋଗ୍ୟ, ପଦ୍ମନାଭ ବେହେରା ବାଣିଜ୍ୟ ଓ ପରିବହନ, ଯୋଜନା ଓ ସମନ୍ନୟ ମନ୍ତ୍ରୀ ହୋଇଛନ୍ତି।

puri

puri

Jyoshna Pradhan
  • Published: Thursday, 30 May 2019
  • Updated: 30 May 2019, 10:21 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଗତକାଲି ନବୀନ ପଟ୍ଟନାୟକ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ୨୦ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତେବେ ଶପଥ ନେବାପରେ ନୂଆ ମନ୍ତ୍ରୀମାନେ ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି।

ମନ୍ତ୍ରୀ ପଦ୍ମନାଭ ବେହେରା ମଧ୍ୟ ଶ୍ରୀକ୍ଷେତ୍ର ଯାଇ କାଳିଆର ଆଶୀର୍ବାଦ ଭିକ୍ଷା କରିଛନ୍ତି।

ସୂଚନାଯୋଗ୍ୟ, ପଦ୍ମନାଭ ବେହେରା ବାଣିଜ୍ୟ ଓ ପରିବହନ, ଯୋଜନା ଓ ସମନ୍ନୟ ମନ୍ତ୍ରୀ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story