ସମ୍ବଲପୁର ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ନୂଆ ରେଜିଷ୍ଟ୍ରାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସମ୍ବଲପୁର ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ନୂଆ ରେଜିଷ୍ଟ୍ରାର ନିଯୁକ୍ତି ସହ ଯାଜପୁର ଉପଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଦକ୍ଷିଣାଂଚଳ ଆରଡିସିଙ୍କ ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ବରିଷ୍ଠ ଓଏଏସ୍ ପ୍ରଦୀପ କୁମାର ମିଶ୍ରଙ୍କୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂଆ ରେଜିଷ୍ଟ୍ରାର ଭାବେ ନିଯୁକ୍ତି ମିଳିଛି। ସେହିପରି ଉତ୍ତରାଂଚଳ ଆରଡିସିଙ୍କ ଅତିରିକ୍ତ ସଚିବ ବରିଷ୍ଠ […]

Violent-group-clash-breaks-out-between-two-groups-at-Berhampur-University-750x420

Ordigital Desk
  • Published: Tuesday, 08 June 2021
  • Updated: 08 June 2021, 09:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସମ୍ବଲପୁର ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ନୂଆ ରେଜିଷ୍ଟ୍ରାର ନିଯୁକ୍ତି ସହ ଯାଜପୁର ଉପଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଦକ୍ଷିଣାଂଚଳ ଆରଡିସିଙ୍କ ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ବରିଷ୍ଠ ଓଏଏସ୍ ପ୍ରଦୀପ କୁମାର ମିଶ୍ରଙ୍କୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂଆ ରେଜିଷ୍ଟ୍ରାର ଭାବେ ନିଯୁକ୍ତି ମିଳିଛି।

ସେହିପରି ଉତ୍ତରାଂଚଳ ଆରଡିସିଙ୍କ ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଯୁଗଳେଶ୍ୱରୀ ଦାସଙ୍କୁ ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଭାବେ ଅବସ୍ଥାପିତ କରାଯାଇଛି। ଏହି ଦୁଇ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ନିଯୁକ୍ତି ନେଇ ରାଜଭବନ ପକ୍ଷରୁ ଖୁବଶୀଘ୍ର ଆଉ ଏକ ବିଜ୍ଞପ୍ତି ଜାରି ହେବ।
ସେହିପରି ପୁରୀ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ନୀତିରଞ୍ଜନ ସେନଙ୍କୁ ରାଜ୍ୟ ଶ୍ରମ ଓ ନିଯୁକ୍ତି ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଥିବାବେଳେ ଯାଜପୁର ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ମହାପାତ୍ରଙ୍କୁ ପୁରୀ ଡିଆରଡିଏରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ) ଭାବେ ବଦଳି କରାଯାଇଛି। ସେହିପରି ବ୍ୟାସନଗର ତହସିଲଦାର ଶରତ ଚନ୍ଦ୍ର ମହାପାତ୍ରଙ୍କୁ ଯାଜପୁର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story