ସୁଜିତ୍ କୁମାର ବୈଦେଶିକ ବ୍ୟାପାର କମିଟିକୁ ମନୋନୀତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଗତ ଏପ୍ରିଲ ମାସରେ ରାଜ୍ୟସଭାକୁ ନିର୍ବାଚିତ ବିଜେଡି ସାଂସଦ ସୁଜିତ୍ କୁମାରଙ୍କୁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ପରାମର୍ଶଦାତା କମିଟିର ସଦସ୍ୟ ଭାବେ ମନୋନୀତ କରାଯାଇଛି। ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ସୁଜିତ୍ କୁମାର ବିଜେଡିରେ ସାମିଲ ହେବା ପୂର୍ବରୁ ସ୍ୱିଜରଲ୍ୟାଣ୍ଡରେ ବିଶ୍ୱବ୍ୟାଙ୍କରେ କାର୍ଯ୍ୟ କରିବା ସହ ଲଣ୍ଡନର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରୁ ମଧ୍ୟ ଡିଗ୍ରୀ ହାସଲ କରିଛନ୍ତି।

mp

Tapas Behera
  • Published: Wednesday, 16 September 2020
  • , Updated: 16 September 2020, 08:14 PM IST

Related story