ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର):କରୋନାରୁ ଆରୋଗ୍ୟ ହେଉଥିବା ଲୋକଙ୍କ ପୁଣି ଥରେ ହେବ ସ୍ୱାସ୍ଥ୍ୟ ପରୀକ୍ଷା। କରୋନା ମୁକାବିଲା ନେଇ ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ଏକ ପଦକ୍ଷେପ ନିଆଯାଇଛି । ଜିଲ୍ଲାରେ ଆସନ୍ତାକାଲିଠାରୁ କରୋନା ଆରୋଗ୍ୟଙ୍କ ପୁଣି ହେବ ସ୍ୱାସ୍ଥ୍ୟ ପରୀକ୍ଷା। ଯାଞ୍ଚ ପ୍ରକ୍ରିୟାରେ ଆଶା, ANM, ଅଙ୍ଗନବାଡ଼ି କର୍ମୀ, ଆୟୁଷ ଡାକ୍ତର ସାମିଲ ରହିବେ।
କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂପର୍କରେ ସଂପୂର୍ଣ୍ଣ ତଥ୍ୟ ନିଆଯିବ। ଯାଞ୍ଚରେ କେହି ପୁଣି ସଂକ୍ରମିତ ଜଣାପଡ଼ିଲେ ସେମାନଙ୍କୁ କୋଭିଡ଼ ହସ୍ପିଟାଲ ପଠାଯିବ। ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲାରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୪୯୮ ରେ ପହଞ୍ଚିଥିବା ବେଳେ ୧୩,୦୮୪ ଜଣ ସୁସ୍ଥ ହୋଇ ସାରିଲେଣି। ଜିଲ୍ଲାରେ ୨,୨୪୪ ଆକ୍ଟିଭ କେସ୍ ଥିବା ବେଳେ କରୋନା ଯୋଗୁ ୧୬୨ଜଣ ଆଖି ବୁଜି ସାରିଲେଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।