ଦଶହରା ଛୁଟିରେ ନୂଆ ଗାଡ଼ି ରେଜିଷ୍ଟ୍ରେସନ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ଗାପୂଜା ଅବସରରେ ଯେଉଁମାନେ ନୂଆ ଗାଡ଼ି କିଣିଛନ୍ତି, ସେମାନେ ୫ ଓ ୭ ତାରିଖରେ ଗାଡ଼ି ରେଜିଷ୍ଟ୍ରେସନ୍ କରିପାରିବେ। ଏହି ୨ ଦିନ ଆର୍‌ଟିଓ ଅଫିସ ଗୁଡ଼ିକ ଅପରାହ୍ଣ ୩ଟା ରୁ ୫ଟା ପର୍ଯ୍ୟନ୍ତ ଖୋଲା ରହିବ। ଏନେଇ ପରିବହନ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିସହ ବିନା ରେଜିଷ୍ଟ୍ରେସନରେ ଯେପରି ଗାଡ଼ି ବିକ୍ରି ନ ହୁଏ, ସେ ନେଇ ତଦାରଖ କରିବାକୁ କମିଶନର ଆରଟିଓ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଅକ୍ଟୋବର […]

registion.9999

Tapaswini Nayak
  • Published: Thursday, 03 October 2019
  • , Updated: 03 October 2019, 09:04 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ଗାପୂଜା ଅବସରରେ ଯେଉଁମାନେ ନୂଆ ଗାଡ଼ି କିଣିଛନ୍ତି, ସେମାନେ ୫ ଓ ୭ ତାରିଖରେ ଗାଡ଼ି ରେଜିଷ୍ଟ୍ରେସନ୍ କରିପାରିବେ। ଏହି ୨ ଦିନ ଆର୍‌ଟିଓ ଅଫିସ ଗୁଡ଼ିକ ଅପରାହ୍ଣ ୩ଟା ରୁ ୫ଟା ପର୍ଯ୍ୟନ୍ତ ଖୋଲା ରହିବ। ଏନେଇ ପରିବହନ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

ଏଥିସହ ବିନା ରେଜିଷ୍ଟ୍ରେସନରେ ଯେପରି ଗାଡ଼ି ବିକ୍ରି ନ ହୁଏ, ସେ ନେଇ ତଦାରଖ କରିବାକୁ କମିଶନର ଆରଟିଓ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଅକ୍ଟୋବର ୫ରୁ ୮ତାରିଖ ପର୍ଯ୍ୟନ୍ତ ପୂଜା ଛୁଟି ଥିବାରୁ ଏହି ଦିନରେ ଡ୍ରାଇଭିଂ ଲାଇସେନ୍ସ, ଲର୍ଣ୍ଣିଂ ଲାଇସେନ୍ସ ପ୍ରଦାନ କରାଯିବନି।

Related story