ନୀଳଗିରି ( ବିଶ୍ୱମ୍ବର ଦାସ) :ଚିଟ୍ଫଣ୍ଡ ଠକେଇର ନୂଆ ତରିକା। ଗ୍ରୁପ୍ ଲୋନ୍ କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି।ବାଲେଶ୍ୱର ନୀଳଗିରି ଥାନା ଅନ୍ତର୍ଗତ ସଜନାଗଡ଼ ଅଂଚଳରେ ଏହି ଠକେଇ ହୋଇଛି। ଋଣ କରାଇ ଦେବାକୁ କହି କିଛି ବ୍ୟକ୍ତି ଜଣକ ପିଛା ୫ ହଜାର ଟଙ୍କା ଲେଖାଏଁ ନେଇଥିଲେ।
ଋଣ ପ୍ରଦାନର ପ୍ରତିଶ୍ରୁତି ଦେଇ କାର୍ଯ୍ୟାଳୟ ଖୋଲି ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିଥିଲେ। ତେବେ ଋଣ ଟଙ୍କା ନମିଳିବାରୁ ଲୋକମାନେ କାର୍ଯ୍ୟାଳୟକୁ ଆସି ଦେଖିବା ବେଳକୁ ସମସ୍ତେ ପୂର୍ବରୁ ଫେରାର ହୋଇଯାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାଇକ୍କୁ ଧକ୍କା ଦେଲା କାର୍: ଶାଶୁ ମୃତ, ଜ୍ୱାଇଁ ଗୁରୁତର
କୌଣସି ଏକ କାମରେ ରଞ୍ଜ ବିଶ୍ୱାଳ ତାଙ୍କ ଜ୍ୱାଇଁ ସହିତ ମୁକ୍ତାପଶି ଆସିଥିବା ବେଳେ ଘଟିଥିଲା ଦୁର୍ଘଟଣା।
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।
Miscellaneous
ଇଣ୍ଡିଆ ଫୋର୍ବସ ସିଲେକ୍ଟ-୨୦୦ ତାଲିକାରେ ଓଟିଭି
ବିଶ୍ୱର ପ୍ରତିଟି ଓଡ଼ିଆଙ୍କୁ ଭିନ୍ନ ଭିନ୍ନ ପ୍ଲାଟଫର୍ମରେ ଯୋଡ଼ି ପାରିଥିବା ଓଟିଭି ଅନ୍ୟ ସମସାମୟିକଙ୍କଠାରୁ ବହୁ ଆଗରେ। ଓଟିଭିର ପରିଚାଳନା ନିର୍ଦ୍ଦେଶିକା ଜଗି ମଙ୍ଗତ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ବଳିଷ୍ଠ ମାର୍ଗଦର୍ଶନରେ ଏହି ସଫଳତା ହାସଲ କରିଛି ଓଟିଭି।
Crime
ମୁହଁ ଖୋଲିଲେ ଚର୍ଚ୍ଚିତ ବାବାଙ୍କ ବାପା: କହିଲେ- ମୋ ପୁଅ ଠାକୁର ନୁହେଁ
ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା।
Crime
ରାଜଧାନୀରେ ପରିଚୟ ଖୋଜୁଛି ମୃତଦେହ
ଭୁବନେଶ୍ୱର ସତ୍ୟନଗର- ବାଣୀବିହାର ମଧ୍ୟରେ ରେଳ ଧାରଣା କଡ଼ରେ ଏକ ଖଣ୍ଡ ବିଖଣ୍ଡିତ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ଜିଆର୍ପିକୁ ଖବର ଦେଇଥିଲେ।