ଭୁବନେଶ୍ୱରରୁ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୧୧୦ ଓ ଲୋକାଲ କେସ୍‌ ୨୧୯ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୩୪୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected #COVID19 cases in the last 24 hrs under the BMC area on 3rd Oct 2020(till 9am). […]

bbsr

bbsr

Manoranjan Sial
  • Published: Saturday, 03 October 2020
  • Updated: 03 October 2020, 05:50 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୧୧୦ ଓ ଲୋକାଲ କେସ୍‌ ୨୧୯ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୩୪୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1312353480124710912?s=20

ଆଚାର୍ଯ୍ୟ ବିହାରରୁ ୬, ବଡ଼ଗଡ଼ରୁ ୬, ଭିମପୁରରୁ ୪, ବମିଖାଲ୍‌ରୁ ୪, ଡୁମ୍‌ଡୁମାରୁ ୯, ପଟିଆରୁ ୧୨, ମଞ୍ଚେଶ୍ୱରରୁ ୧୧, ଝାରପଡ଼ାରୁ ୮, ଜାଗମରାରୁ ୪, ହଂସପାଳରୁ ୪, ଓଲଡ୍‌ ଟାଉନ୍‌ରୁ ୯, ପୋଖରୀପୁଟରୁ ୪, ରସୁଲଗଡ଼ରୁ ୫, ଚନ୍ଦ୍ରଶେଖରପୁରରୁ ୧୪, ନୟାପଲ୍ଲୀରୁ ୧୨, ୟୁନିଟ୍‌-୪ରୁ ୬ ଲୋକାଲ କେସ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୨୨୮୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୯୨୫୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୩୫୦୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story