ଭୁବନେଶ୍ୱରରୁ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୮୩ ଲୋକାଲ୍‌ କେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ୧୨୩ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୮୩ ଲୋକାଲ୍‌ କେସ। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୫୦୬ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected #COVID19 cases in the last 24 hrs under the BMC area on 21st Sep 2020(till 9am). Further contact tracing is […]

bbsr

bbsr

Manoranjan Sial
  • Published: Monday, 21 September 2020
  • Updated: 21 September 2020, 06:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ୧୨୩ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୮୩ ଲୋକାଲ୍‌ କେସ। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୫୦୬ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1308024753312030727?s=20

ଅଶୋକ ନଗରରୁ ୩, ଚକେଇଶିଆଣିରୁ ୪, ସିଆର୍‌ପିଏଫ୍‌ କ୍ୟାମ୍ପସରୁ ୫, ଚନ୍ଦ୍ରଶେଖରପୁରରୁ ୩, ମଞ୍ଚେଶ୍ୱରରୁ ୪, ଲକ୍ଷ୍ମୀସାଗରରୁ ୧୦, ଖଣ୍ଡଗିରିରୁ ୪, କପିଳେଶ୍ୱରରୁ ୩, ଜୟଦେବ ବିହାରରୁ ୩, ଆଇଆର୍‌ସି ଭିଲେଜରୁ ୪, ନ୍ୟୁ ଫରେଷ୍ଟ ପାର୍କ ଅଞ୍ଚଳରୁ ୩, ନୀଳାଦ୍ରି ବିହାରରୁ ୪, ରସୁଲଗଡ଼ରୁ ୫, ୟୁନିଟ୍‌-୯ରୁ ୭, ୟୁନିଟ୍‌-୨ରୁ ୩, ଟଙ୍କପାଣି ରୋଡ୍‌ ଅଞ୍ଚଳରୁ ୫, ସତ୍ୟନଗରରୁ ୩, ଶୈଳଶ୍ରୀ ବିହାରରୁ ୪ ଓ ସହିଦ ନଗରରୁ ୭  ଲୋକାଲ୍‌ କେସ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୧୮୮୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୬୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪୯୪୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୩୮୭୪ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story