ଭୁବନେଶ୍ୱରରୁ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୪୯ ଲୋକାଲ୍‌ କେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୦ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୯ ଜଣ ଲୋକାଲ୍‌ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରିଛି। ଅନ୍ୟପକ୍ଷରେ ଆଜି ୧୩୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 11th […]

bmc

Manoranjan Sial
  • Published: Tuesday, 11 August 2020
  • , Updated: 11 August 2020, 06:49 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୦ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୯ ଜଣ ଲୋକାଲ୍‌ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରିଛି। ଅନ୍ୟପକ୍ଷରେ ଆଜି ୧୩୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1293167764094386178?s=20

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୪୧୭୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮୦୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୩୩୯ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

 

Related story