ଭୁବନେଶ୍ୱରରୁ ୩୩୨ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୫୯ ଲୋକାଲ୍‌ କେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରୁ ୩୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ କ୍ୱାରେଣ୍ଟାଇନ୍‌ରୁ ଓ ୧୫୯ ଲୋକାଲ୍‌ କଣ୍ଟାକ୍ଟ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ସେହିପରି ଆଜି ୧୬୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 25th Aug 2020(till 9am). Further contact […]

bbsr

bbsr

Manoranjan Sial
  • Published: Tuesday, 25 August 2020
  • Updated: 25 August 2020, 07:01 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରୁ ୩୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ କ୍ୱାରେଣ୍ଟାଇନ୍‌ରୁ ଓ ୧୫୯ ଲୋକାଲ୍‌ କଣ୍ଟାକ୍ଟ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ସେହିପରି ଆଜି ୧୬୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1298247232227930117?s=20

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୭୯୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୭୨୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୩୧୬୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos