ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରୁ ୩୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ କ୍ୱାରେଣ୍ଟାଇନ୍ରୁ ଓ ୧୫୯ ଲୋକାଲ୍ କଣ୍ଟାକ୍ଟ କେସ୍। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରିଛି। ସେହିପରି ଆଜି ୧୬୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
https://twitter.com/bmcbbsr/status/1298247232227930117?s=20
ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରୁ ୭୯୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୭୨୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୩୧୬୨ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।