ଭୁବନେଶ୍ୱରରୁ ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୨୩୧ ଲୋକାଲ୍‌ କେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୭୬ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୧୪୫ ଓ ଲୋକାଲ୍‌ କଣ୍ଟାକ୍ଟ କେସ ୨୩୧ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। Update on newly detected & cured #COVID19 cases in the last 24 hrs under the BMC area on 8th Sep 2020(till 9am). Further contact tracing is still continuing. […]

bbsr

bbsr

Manoranjan Sial
  • Published: Tuesday, 08 September 2020
  • Updated: 08 September 2020, 08:09 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୭୬ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୧୪୫ ଓ ଲୋକାଲ୍‌ କଣ୍ଟାକ୍ଟ କେସ ୨୩୧ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି।

https://twitter.com/bmcbbsr/status/1303336019236806663?s=20

ଆଜି ୯ ଜଣ ପୁଲିସ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ସେହିପରି ଖଣ୍ଡଗିରି ଓ ଚନ୍ଦ୍ରଶେଖରପୁର HB କଲୋନୀରୁ ୫ ଲେଖାଏଁ କରୋନାରେ ଚିହ୍ନଟ ଆକ୍ରାନ୍ତ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୧୪୦୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୯୪୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୫୦୫୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story