ଭୁବନେଶ୍ୱରରୁ ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୨୭୫ ଲୋକାଲ୍‌ କେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଟାଉନ୍‌ରୁ ଆଜି ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୧୮୫ ଓ ଲୋକାସ୍‌ କେସ୍‌ ୨୭୫। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୪୦୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 10th Sep 2020(till 9am). Further contact […]

bbsr

bbsr

Manoranjan Sial
  • Published: Thursday, 10 September 2020
  • Updated: 10 September 2020, 07:38 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଟାଉନ୍‌ରୁ ଆଜି ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୧୮୫ ଓ ଲୋକାସ୍‌ କେସ୍‌ ୨୭୫। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୪୦୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1304050126306983936?s=20

ଚନ୍ଦ୍ରଶେଖରପୁରରୁ ୮, ବିଡିଏ କଲୋନୀରୁ ୭, ଡେଲ୍‌ଟା କଲୋନୀରୁ ୭, ୟୁନିଟ୍-୮ରୁ ୬, ସହିଦ ନଗରରୁ ୧୧, ବଡ଼ଗଡ଼ ବ୍ରିଟ କଲୋନୀରୁ ୫, ନୟାପଲ୍ଲୀରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୧୪୯୫୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୫୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯୭୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫୧୩୦ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story