ଭୁବନେଶ୍ୱରରୁ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୨୩୮ ଲୋକାଲ୍‌ କେସ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟାଇନ୍‌ରୁ ୧୧୩ ଓ ଲୋକାଲ କଣ୍ଟାକ୍ଟ କେସ୍‌ ୨୩୮ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୪୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 14th […]

bmc

bmc

Manoranjan Sial
  • Published: Monday, 14 September 2020
  • Updated: 14 September 2020, 06:24 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟାଇନ୍‌ରୁ ୧୧୩ ଓ ଲୋକାଲ କଣ୍ଟାକ୍ଟ କେସ୍‌ ୨୩୮ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୪୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1305478800856084482?s=20

ଝାରପଡ଼ା ଅଞ୍ଚଳରୁ ୧୪, ବରମୁଣ୍ଡାରୁ ୬, ପଟିଆରୁ ୫, ଚକେଇସିଆଣିରୁ ୫, ଅଶୋକ ନଗରରୁ ୪, ଗଙ୍ଗନଗରରୁ ୪, କପିଳ ପ୍ରସାଦରୁ ୪, କଳିଙ୍ଗ ବିହାରରୁ ୪, ଖଣ୍ଡଗିରିରୁ ୪, ନୟାପଲ୍ଲୀରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବିଏମ୍‌ସି ଅଞ୍ଚଳରେ ୧୬୫୯୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧୯୦୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୪୬୧୩ ଜଣ ଏବେ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story