ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୨୪୪ ଲୋକାଲ୍‌ କେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗରରେ ଆଜି ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ୯୮ କ୍ୱାରେଣ୍ଟାଇନରୁ ଓ ୨୪୪ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୩୮୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 15th Sep 2020(till 9am). Further contact […]

bmc

Manoranjan Sial
  • Published: Tuesday, 15 September 2020
  • , Updated: 15 September 2020, 06:44 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗରରେ ଆଜି ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ୯୮ କ୍ୱାରେଣ୍ଟାଇନରୁ ଓ ୨୪୪ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୩୮୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1305847158369693696?s=20

ଆଇଆର୍‌ସି ଭିଲେଜରୁ ୯, ଡୁମୁଡୁମାରୁ ୭, ଭୋଇନଗରରୁ ୭, ବରମୁଣ୍ଡାରୁ ୬, ଟଙ୍କପାଣି ରୋଡରୁ ୬, ୟୁନିଟ ୭ରୁ ୬, ବମିଖାଲରୁ ୫, ପାତ୍ରପଡ଼ାରୁ ୫, କଳ୍ପନାରୁ ୪ ଓ ପଟିଆରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୧୬୯୩୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୨୮୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୪୫୬୮ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

Related story