ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସହରରୁ ଆଜି ଆଉ ୧୩୭ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୯୮ କ୍ୱାରେଣ୍ଟାଇନ୍ରୁ ଓ ୩୯ ଲୋକାଲ କଣ୍ଟାକ୍ଟ କେସ୍। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରିଛି। ଆଜି ୭୫ ଜଣ ଆରୋଗ୍ୟ ହୋଇଛନ୍ତି।
ୟୁନିଟ-୧ ବସ୍ତିରୁ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସତ୍ୟନଗରରୁ ୭, ଏକ ଘରୋଇ ହସ୍ପିଟାଲରୁ ୬ କର୍ମଚାରୀ, ଜୟଦୁର୍ଗା ନଗରରୁ ୫, କଳ୍ପନା ଛକ ଅଞ୍ଚଳରୁ ୫, ଶାସ୍ତ୍ରୀ ନଗର ଅଞ୍ଚଳରୁ ୪ ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଛି।
https://twitter.com/bmcbbsr/status/1288450904455122944?s=20
ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରୁ ୨୫୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୧୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୨୭୧ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।