ଆସନ୍ତା ୫ରେ ମହାନଦୀ ଜଳ ବିବାଦ ମାମଲାର ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାନଦୀ ଟ୍ରିବ୍ୟୁନାଲ୍‌ରେ ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି। ଶୁଣାଣିରେ ମୁଖ୍ୟତଃ ଦୁଇଟି ଦାବି ରଖିଥିଲା ଓଡ଼ିଶା। ଅଣମୌସୁମୀ ସମୟରେ ନିର୍ଦ୍ଦିଷ୍ଟ ପରିମାଣର ଜଳ ହୀରାକୁଦ ଜଳଭଣ୍ଡାରକୁ ଛାଡିବା ନେଇ ଓଡ଼ିଶାର ଅନ୍ତରୀଣ ଆବେଦନ ଉପରେ ବାରମ୍ବାର ବୈଠକ ବିଫଳ ହୋଇଛି। ଉଭୟ ପକ୍ଷ ମଧ୍ୟରେ କୌଣସି ସମାଧାନର ବାଟ ବାହାରି ପାରୁନାହିଁ। ତେଣୁ ଡିସେମ୍ବରରେ କୌଣସି ଏକ ତାରିଖରେ ମାମଲାର ଚୂଡାନ୍ତ ଶୁଣାଣି କରି ଉଭୟ ପକ୍ଷଙ୍କ ଦାବି ଅନୁସାରେ ରାୟ […]

national-dam-safety-meeting-focuses-on-flood-control-in-river-mahanadi 

Manoranjan Sial
  • Published: Saturday, 07 November 2020
  • Updated: 07 November 2020, 07:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାନଦୀ ଟ୍ରିବ୍ୟୁନାଲ୍‌ରେ ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି। ଶୁଣାଣିରେ ମୁଖ୍ୟତଃ ଦୁଇଟି ଦାବି ରଖିଥିଲା ଓଡ଼ିଶା। ଅଣମୌସୁମୀ ସମୟରେ ନିର୍ଦ୍ଦିଷ୍ଟ ପରିମାଣର ଜଳ ହୀରାକୁଦ ଜଳଭଣ୍ଡାରକୁ ଛାଡିବା ନେଇ ଓଡ଼ିଶାର ଅନ୍ତରୀଣ ଆବେଦନ ଉପରେ ବାରମ୍ବାର ବୈଠକ ବିଫଳ ହୋଇଛି। ଉଭୟ ପକ୍ଷ ମଧ୍ୟରେ କୌଣସି ସମାଧାନର ବାଟ ବାହାରି ପାରୁନାହିଁ। ତେଣୁ ଡିସେମ୍ବରରେ କୌଣସି ଏକ ତାରିଖରେ ମାମଲାର ଚୂଡାନ୍ତ ଶୁଣାଣି କରି ଉଭୟ ପକ୍ଷଙ୍କ ଦାବି ଅନୁସାରେ ରାୟ ଦେବାକୁ ଓଡ଼ିଶା ଦାବି କରିଛି।

ମହାନଦୀ ଜଳ ବିବାଦ ମାମଲାରେ ପକ୍ଷଭୁକ୍ତ ରାଜ୍ୟଙ୍କ ମଧ୍ୟରେ ନଥିପତ୍ର ଆଦାନପ୍ରଦାନ ପାଇଁ କମନ ଇନଫମେସନ ଫର୍ମାଟ ଚୂଡାନ୍ତ ହୋଇଥିବା ବେଳେ ଓଡ଼ିଶା ଏଥିରେ ଛତିଶଗଡ଼ ଦ୍ୱାରା ହୋଇଥିବା ବ୍ୟାରେଜ ତଥ୍ୟ ରଖିବାକୁ ଦାବି କରିଛି। ଅନ୍ୟପଟେ ଛତିଶଗଡ଼ କେତେ ବ୍ୟାରେଜ କରିଛି? ଏହାର ଉଚ୍ଚତା ଓ କ୍ଷମତା କେତେ ଭଳି ସବିଶେଷ ତଥ୍ୟ ଆସେସରଙ୍କୁ ନଦେଲେ ଓଡ଼ିଶା ଆବେଦନ କରିପାରିବ ବୋଲି ଟ୍ରିବ୍ୟୁନାଲ୍‌ କହିଛନ୍ତି। ଏହା ସହ ମୂଳ ଆବେଦନର ଶୁଣାଣି ସମୟ ନିର୍ଦ୍ଧାରଣ ପାଇଁ ଦୁଇ ପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି ଟ୍ରିବ୍ୟୁନାଲ।

ଆସନ୍ତା ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story