Advertisment

ଓଡ଼ିଶା ଆସୁଛନ୍ତି ଏନ୍‌ଆଇଏ ଡିଜି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୩ ତାରିଖରେ ଓଡ଼ିଶା ଆସୁଛନ୍ତି ନ୍ୟାଶନାଲ ଇନଭେଷ୍ଟିଗେସନ ଏଜେନ୍ସି (ଏନ୍‌ଆଇଏ) ଡିଜି ଯୋଗେଶ ଚନ୍ଦ୍ର ମୋଦି। ଆତଙ୍କବାଦୀ ମାମଲାର ତଦନ୍ତ ସଂପର୍କରେ ପୁଲିସକୁ ଦିଆଯିବ ପ୍ରଶିକ୍ଷଣ। ଏନଆଇଏ ଡିଜିଙ୍କ ସହ ମଧ୍ୟ ବରିଷ୍ଠ ଅଧିକାରୀ ଆସୁଛନ୍ତି। ଭୁବନେଶ୍ୱରସ୍ଥିତ ପୁଲିସ ଭବନରେ ଆତଙ୍କବାଦୀ ମାମଲାର ତଦନ୍ତ ବେଳେ କେଉଁ ଦିଗ ପ୍ରତି ବିଶେଷ ଗୁରୁତ୍ୱ ଦିଆଯିବ, ସେନେଇ ପ୍ରଶିକ୍ଷଣ ଦିଆଯିବ। ମାମଲାର ତଦନ୍ତ ବେଳେ ଦଫା ଓ ଆଇନର ବ୍ୟବସ୍ଥା କଣ ରହିଛି, ଏସବୁ […]

ଓଡ଼ିଶା ଆସୁଛନ୍ତି ଏନ୍‌ଆଇଏ ଡିଜି

nia-dg

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୩ ତାରିଖରେ ଓଡ଼ିଶା ଆସୁଛନ୍ତି ନ୍ୟାଶନାଲ ଇନଭେଷ୍ଟିଗେସନ ଏଜେନ୍ସି (ଏନ୍‌ଆଇଏ) ଡିଜି ଯୋଗେଶ ଚନ୍ଦ୍ର ମୋଦି। ଆତଙ୍କବାଦୀ ମାମଲାର ତଦନ୍ତ ସଂପର୍କରେ ପୁଲିସକୁ ଦିଆଯିବ ପ୍ରଶିକ୍ଷଣ। ଏନଆଇଏ ଡିଜିଙ୍କ ସହ ମଧ୍ୟ ବରିଷ୍ଠ ଅଧିକାରୀ ଆସୁଛନ୍ତି।

Advertisment

ଭୁବନେଶ୍ୱରସ୍ଥିତ ପୁଲିସ ଭବନରେ ଆତଙ୍କବାଦୀ ମାମଲାର ତଦନ୍ତ ବେଳେ କେଉଁ ଦିଗ ପ୍ରତି ବିଶେଷ ଗୁରୁତ୍ୱ ଦିଆଯିବ, ସେନେଇ ପ୍ରଶିକ୍ଷଣ ଦିଆଯିବ। ମାମଲାର ତଦନ୍ତ ବେଳେ ଦଫା ଓ ଆଇନର ବ୍ୟବସ୍ଥା କଣ ରହିଛି, ଏସବୁ ଦିଗ ଉପରେ ଟ୍ରେନିଂ ଦିଆଯିବ। ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ଆଖି ଆଗରେ ରଖାଯାଇ ଏହି ଟ୍ରେନିଂ ହେଉଛି।

ରାଜ୍ୟ ପୁଲିସ ମୁଖ୍ୟାଳୟରେ ଏହି ଟ୍ରେନିଂ ଦିଆଯିବା ବେଳେ ବରିଷ୍ଠ ଅଧିକାରୀ ସାମିଲ ହେବେ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe