ରାଜ୍ୟରେ ଫେରିଲା ନାଇଟ୍‌ କର୍ଫ୍ୟୁ, ୧୦ ଜିଲ୍ଲାରେ ଲାଗୁ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ବଢୁଥିବା ଦେଖି ରାଜ୍ୟ ସରକାର ୧୦ଟି ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ଏପ୍ରିଲ୍‌ ୫ ତାରିଖରୁ ଅର୍ଥାତ୍‌ ସୋମବାର ଠାରୁ ଏହାକୁ ଲାଗୁ କରାଯିବ। ଯେଉଁସବୁ ଜିଲ୍ଲାଗୁଡ଼ିକ ପାଇଁ ଏହି କଟକଣା ଜାରି ହୋଇଛି, ସେଗୁଡ଼ିକ ହେଉଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। […]

Night-curfew

Night-curfew

Jitendra Garnayak
  • Published: Saturday, 03 April 2021
  • Updated: 03 April 2021, 04:25 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ବଢୁଥିବା ଦେଖି ରାଜ୍ୟ ସରକାର ୧୦ଟି ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ଏପ୍ରିଲ୍‌ ୫ ତାରିଖରୁ ଅର୍ଥାତ୍‌ ସୋମବାର ଠାରୁ ଏହାକୁ ଲାଗୁ କରାଯିବ।

ଯେଉଁସବୁ ଜିଲ୍ଲାଗୁଡ଼ିକ ପାଇଁ ଏହି କଟକଣା ଜାରି ହୋଇଛି, ସେଗୁଡ଼ିକ ହେଉଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।

ଏହି ସବୁ ଜିଲ୍ଲା ଗୁଡ଼ିକରେ ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ କୁହାଯାଇଛି। ଅନ୍ୟାଦେଶ ଯାଏଁ ଏହା ଲାଗୁ ହେବ।

ନାଇଟ୍‌ କର୍ଫ୍ୟୁ ବେଳେ ସବୁ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ ଅଫିସ୍ ବନ୍ଦ ରହିବ। ସେହିପରି ଜରୁରୀ କାର୍ଯ୍ୟକଳାପଗୁଡ଼ିକୁ ଛାଡ଼ି ଅନ୍ୟ ସବୁ ଯାତାୟତ ବି ବନ୍ଦ ରହିବ।

ପୂର୍ବଭଳି ନାଇଟ୍‌ କର୍ଫ୍ୟୁରୁ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି। ସେହିପରି ଜରୁରୀକାଳୀନ ସେବାରେ ନିୟୋଜିତ ଥିବା କର୍ମଚାରୀମାନଙ୍କୁ ମଧ୍ୟ କଟକଣାରୁ ମୁକ୍ତ ରଖାଯାଇଛି।

ନାଇଟ୍ କର୍ଫ୍ୟୁ ବେଳେ ସବୁ ଶିଳ୍ପ କାରଖାନା ଖୋଲା ରହିବ। ପେଟ୍ରୋଲ ପମ୍ପ ଓ ସିଏନ୍‌ଜି ଷ୍ଟେସନ ଖୋଲା ରହିବ। ହୋମ୍ ଡେଲିଭରିକୁ ଅନୁମତି ଦିଆଯାଇଛି। ସେହିପରି ମେଡିକାଲ ଓ ଅନ୍ୟ ଜରୁରୀ କାମରେ ଯିବାକୁ ଅନୁମତି ଦିଆଯିବ ବୋଲି ଏସ୍‌ଆର୍‌ସିଙ୍କ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ଗତକାଲି ରାଜ୍ୟରୁ ୪୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ୪୫୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ କେବଳ ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଯଥାକ୍ରମେ ୭୭, ୭୫ ଓ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story