ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଏୟାରପୋର୍ଟର ରାତ୍ରିକାଳୀନ ସେବା ଆଜିଠୁ ବନ୍ଦ ହେବନି । ରନ୍ୱେର ରି--କାର୍ପେଟିଂ କାରଣରୁ ଆଜିଠୁ ଏୟାରପୋର୍ଟର ରାତ୍ରିକାଳୀନ ସେବା ବନ୍ଦ ହେବାର ଥିଲା। କିନ୍ତୁ ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇ ଏହାକୁ ମାସେ ପାଇଁ ଘୁଞ୍ଚାଇ ଦିଆଯାଇଛି ।
ନୂଆ ନିଷ୍ପତ୍ତି ଅନୁଯାୟୀ, ଡିସେମ୍ବର ୧ ତାରିଖରୁ ଭୁବନେଶ୍ୱର ଏୟାରପୋର୍ଟର ରାତ୍ରିକାଳୀନ ସେବା ବନ୍ଦ ରଖାଯିବ ବୋଲି ବିମାନ ବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ଡିସେମ୍ବର ୧ ତାରିଖରୁ ରାତି ସାଢ଼େ ୧୦ଟାରୁ ସକାଳ ସାଢ଼େ ୫ଟା ପର୍ଯ୍ୟନ୍ତ ସମସ୍ତ ଅପରେସନ ବନ୍ଦ ରହିବ । ଏହି ରନ୍ୱେର ରି-କାର୍ପେଟିଂ କାମ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସଂପୂର୍ଣ୍ଣ କରିବାକୁ ଉଦ୍ୟମ କରାଯିବ ବୋଲି ବିମାନବନ୍ଦର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏହାପରେ ଏପ୍ରିଲ ୧ ତାରିଖରୁ ଜୁନ୍ ୩୦ ପର୍ଯ୍ୟନ୍ତ ଦିନବେଳା ଅର୍ଥାତ୍ ପୂର୍ବାହ୍ନ ସାଢ଼େ ୧୦ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ ସେବା ବନ୍ଦ ରହିବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Accident
ପୋଲର ବାଡ଼ାକୁ ଧକ୍କା ଦେଇ ୨୦ ଫୁଟ୍ ତଳକୁ ଖସିଲେ ବାଇକ୍ ଚାଳକ
ପୋଲ ଉପରେ ବାଇକ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସ ଓ ମୋହନା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।