ଫୋକସ୍‌ରେ ନାଇଟ୍‌ କ୍ଲବ୍ ଓ ପାର୍ଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟରେ ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ । ଏଥିଲାଗି ଆମକୁ ସଜାଗ ରହିବାକୁ ପଡ଼ିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ସମୀକ୍ଷା ପରେ ଯାହା ନିର୍ଦେଶ ଦେଇଛନ୍ତି ତାକୁ ମାନିବାକୁ ପଡିବ ବୋଲି କହିଛନ୍ତି ଡିଏମ୍ଇଟି ସିବିକେ ମହାନ୍ତି । ଛତିଶଗଡ଼ ସୀମାନ୍ତ ଜିଲ୍ଲାର ଲୋକମାନେ ଯାତାୟାତ ଅଧିକ କରୁଥିବାରୁ ସଂକ୍ରମିତଙ୍କ ସଂଖ୍ୟା ଅଧିକ ବଢ଼ୁଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । […]

gvb

gvb

Tapas Behera
  • Published: Wednesday, 07 April 2021
  • Updated: 07 April 2021, 02:11 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟରେ ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ । ଏଥିଲାଗି ଆମକୁ ସଜାଗ ରହିବାକୁ ପଡ଼ିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ସମୀକ୍ଷା ପରେ ଯାହା ନିର୍ଦେଶ ଦେଇଛନ୍ତି ତାକୁ ମାନିବାକୁ ପଡିବ ବୋଲି କହିଛନ୍ତି ଡିଏମ୍ଇଟି ସିବିକେ ମହାନ୍ତି । ଛତିଶଗଡ଼ ସୀମାନ୍ତ ଜିଲ୍ଲାର ଲୋକମାନେ ଯାତାୟାତ ଅଧିକ କରୁଥିବାରୁ ସଂକ୍ରମିତଙ୍କ ସଂଖ୍ୟା ଅଧିକ ବଢ଼ୁଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ବହୁ ପ୍ରଭାବିତ ରାଜ୍ୟରୁ ଲୋକମାନେ ରାଜଧାନୀକୁ ଆସୁଥିବାରୁ ସଂଖ୍ୟା ବଢ଼ୁଛି ।

ବିମାନ ବନ୍ଦର ଓ ରେଳ ଷ୍ଟେସନରେ ସ୍କ୍ରିନିଂ କରିବା ଦ୍ୱାରା ଏହା ଜଣାପଡୁଛି।  ଗତଥର କୋଭିଡ ସମୟରେ ଯେଉଁ ପ୍ରସ୍ତୁତି ଥିଲା ତାକୁ ଆଧାର କରି ଆଗକୁ ବଢିବା ସହ ମୁକାବିଲା ପାଇଁ ପ୍ରସ୍ତୁତ ଥିବା କହିଛନ୍ତି ଡିଏମ୍ଇଟି ।

ସରକାର ଓ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସ୍ଥିତି ଉପରେ ନଜର ରଖିଛନ୍ତି । ନାଇଟ କର୍ଫ୍ୟୁ  ସଂକ୍ରମଣ ରୋକିବାର ଏକ ମାଧ୍ୟମ  ରାତିରେ  କ୍ଳବ ଓ ପାର୍ଟି ରେ ଯେଉଁ ଗହଳି ହୋଇଥାଏ ତାକୁ ରୋକିବା ପାଇଁ ନାଇଟ କର୍ଫ୍ୟୁର ଆବଶ୍ୟକତା ରହିଛି । ବର୍ତ୍ତମାନ ଭାଇରସ ପୂର୍ବ ଅପେକ୍ଷା ଅଧିକ ସଂକ୍ରମିତ କରୁଛି।  କିନ୍ତୁ ରୋଗୀଙ୍କ ପାଇଁ ହସ୍ପିଟାଲର ଆବଶ୍ୟକ କମ ପଡ଼ୁଛି ।  ଆଇସିୟୁ, ବେଡ଼, ଭେଣ୍ଟିଲେଟର ବିଶେଷ ଆବଶ୍ୟକତା ରହୁନି ବୋଲି ଡିଏମ୍ଇଟି କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story