ଜଗନ୍ନାଥ ଦର୍ଶନ ହୋଇପାରିଲାନି,ବାଟରେ ଗଛରେ ପିଟିହେଲା ବୋଲେରୋ

ପିପିଲି(ଦ୍ୱିତୀକୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ୍‌ ଶୁକଳ ପଞ୍ଚାୟତର ଆଳିଶ ଛକରେ ଆଜି ଭୋର୪ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗଛରେ ପିଟି ହେବାରୁ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୭ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ସମସ୍ତ ଆହତ ବ୍ରହ୍ମପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ସେମାନେ ଜଗନ୍ନାଥ ଦର୍ଶନ ପାଇଁ ପୁରୀ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

jeep

Rakesh Mallick
  • Published: Saturday, 12 May 2018
  • , Updated: 12 May 2018, 12:52 PM IST

ପିପିଲି(ଦ୍ୱିତୀକୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ୍‌ ଶୁକଳ ପଞ୍ଚାୟତର ଆଳିଶ ଛକରେ ଆଜି ଭୋର୪ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗଛରେ ପିଟି ହେବାରୁ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୭ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ସମସ୍ତ ଆହତ ବ୍ରହ୍ମପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ସେମାନେ ଜଗନ୍ନାଥ ଦର୍ଶନ ପାଇଁ ପୁରୀ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

Related story