ପିସିସି ସଭାପତି ପଦରୁ ଇସ୍ତଫା ଦେଲେ ନିରଞ୍ଜନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ରାଜ୍ୟରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ସେ ଇସ୍ତଫା ଦେଇଛନ୍ତି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସେ ଏନେଇ ଘୋଷଣା କରିଛନ୍ତି। ସେ କହିଛନ୍ତି,“ ନୈତିକତା ଦୃଷ୍ଟିରୁ ମୁଁ ଇସ୍ତଫା ଦେଇଛି। ଇସ୍ତଫା ପତ୍ର ଏଆଇସିସି ଅଧ୍ୟକ୍ଷଙ୍କ ନିକଟକୁ ପଠାଇଛି। ସାରା ଦେଶରେ ମୋଦି ବାତ୍ୟା ପ୍ରବାହିତ ହେଲା ଓ ସେଥିରେ ଆମେ ଟଳି ପଡ଼ିଲୁ।” ନିରଞ୍ଜନ ଆହୁରି କହିଛନ୍ତି,“ ରାଜ୍ୟରେ ନବୀନ, ଦେଶରେ […]

niranjan-2-750x430

niranjan-2-750x430

Tapaswini Nayak
  • Published: Friday, 24 May 2019
  • Updated: 24 May 2019, 02:10 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ରାଜ୍ୟରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ସେ ଇସ୍ତଫା ଦେଇଛନ୍ତି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସେ ଏନେଇ ଘୋଷଣା କରିଛନ୍ତି।

ସେ କହିଛନ୍ତି,“ ନୈତିକତା ଦୃଷ୍ଟିରୁ ମୁଁ ଇସ୍ତଫା ଦେଇଛି। ଇସ୍ତଫା ପତ୍ର ଏଆଇସିସି ଅଧ୍ୟକ୍ଷଙ୍କ ନିକଟକୁ ପଠାଇଛି। ସାରା ଦେଶରେ ମୋଦି ବାତ୍ୟା ପ୍ରବାହିତ ହେଲା ଓ ସେଥିରେ ଆମେ ଟଳି ପଡ଼ିଲୁ।”

ନିରଞ୍ଜନ ଆହୁରି କହିଛନ୍ତି,“ ରାଜ୍ୟରେ ନବୀନ, ଦେଶରେ ମୋଦିଙ୍କୁ ଲୋକେ ଭରସା କଲେ। ରାଜନୀତିରେ ନୀତି, ଆଦର୍ଶ ନାହିଁ। ଏବେ ଏଥିରେ ବ୍ୟବସାୟୀକରଣ ହୋଇଛି। ନୀତି, ଆଦର୍ଶବାନ ଯୁବପିଢ଼ି ନେତୃତ୍ୱ ପାଇଁ ଆଗେଇ ଆସନ୍ତୁ।”

ସେ କହିଛନ୍ତି,“ମୁଁ କଂଗ୍ରେସରେ ରହିଛି ଓ ରହିବି। ଦଳକୁ ମଜଭୁତ କରିବି।”

ସୂଚନାଯୋଗ୍ୟ,  ନିରଞ୍ଜନ ୨ଟି ଆସନରୁ  ନିର୍ବାଚନ ଲଢ଼ିଥିଲେ ମଧ୍ୟ ତାଙ୍କୁ ପରାଜୟର ମୁହଁ ଦେଖିବାକୁ ପଡିଛି। ଘସିପୁରାରୁ ସେ ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ରଙ୍କ ନିକଟରୁ ହାରି ଯାଇଛନ୍ତି। ସେହିପରି ଭଣ୍ଡାରିପୋଖରୀରେ ସେ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ ସାମଲଙ୍କ ନିକଟରୁ ହାରି ଯାଇଛନ୍ତି।

ନିରଞ୍ଜନ ଗୋଟିଏ ସ୍ଥାନରୁ ୩୨,୪୭୭ ହଜାର ଭୋଟ୍‌ରେ ହାରି ଥିବା ବେଳେ ଅନ୍ୟ ଏକ ସ୍ଥାନରେ ୮,୧୪୩ ଭୋଟ୍‌ରେ ହାରିଛନ୍ତି।

ଚଳିତ ନିର୍ବାଚନରେ ୧୪୭ ବିଧାନସଭା ଆସନ ମଧ୍ୟରୁ କଂଗ୍ରେସ  କେବଳ ୯ଟି ହାତେଇବାରେ ସକ୍ଷମ ହୋଇପାରିଛି । ଆଉ ୨୧ ଲୋକସଭା ଆସନ ମଧ୍ୟରୁ ମାତ୍ର ଗୋଟିଏ ଆସନରେ ହିଁ ସନ୍ତୁଷ୍ଟ ହେବାକୁ ପଡିଛି ଏହି ଦଳକୁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story