ମୟୁରଭଞ୍ଜ:ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ଅରୁଣ ସାହୁ। ସେ ଜିଲ୍ଲାର ସମସ୍ତ ୨୬ଟି ବ୍ଲକର ବିଡ଼ିଓ ମାନଙ୍କ ସହ ଜିଲ୍ଲାରେ ଚାଲିଥିବା ଏମ୍ଏନ୍ଆରଇଜିଏ, ଜୀବିକା ମିଶନ, ଇନ୍ଦିରା ଆବାସ ଯୋଜନା, ବିଜୁ ପକ୍କାଘର ଯୋଜନା ଆଦିର ସମୀକ୍ଷା କରିଥିଲେ। ସମୀକ୍ଷାବେଳେ ଏସବୁ ଯୋଜନାର କାର୍ଯ୍ୟକାରିତା କ୍ଷେତ୍ରରେ ବିଡ଼ିଓ ମାନଙ୍କ ପ୍ରଦର୍ଶନକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ ମନ୍ତ୍ରୀ ଅରୁଣ ସାହୁ। ବିଡ଼ିଓ ମାନଙ୍କୁ ତାଗିଦ୍ କରିବା ସହ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଏସବୁ ଯୋଜନା ଅନ୍ତର୍ଗତ କାର୍ଯ୍ୟଗୁଡ଼ିକୁ ସାରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।