ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ୍ ବୈଠକରେ ଯୋଗଦେବାକୁ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତଙ୍କୁ ମିଳିଲାନି ଅନୁମତି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ବୈଠକ। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ଗଭର୍ଣ୍ଣିଂ କାଉନସିଲର ସଦସ୍ୟ ଥିବା ରାଜ୍ୟଗୁଡ଼ିକ ମଧ୍ୟରୁ ମାତ୍ର ୧୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ। ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏଥିରେ ଯୋଗ ଦେଇ ନଥିଲେ। ତାଙ୍କ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଯାଇଥିଲେ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ। ତେବେ ସେଠାରେ ତାଙ୍କୁ ବୈଠକରେ ବସିବାକୁ ଅନୁମତି ଦିଆଯାଇ ନ […]

praddep

praddep

Rakesh Mallick
  • Published: Wednesday, 15 July 2015
  • Updated: 15 July 2015, 10:04 AM IST

Sports

Latest News

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ବୈଠକ। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ଗଭର୍ଣ୍ଣିଂ କାଉନସିଲର ସଦସ୍ୟ ଥିବା ରାଜ୍ୟଗୁଡ଼ିକ ମଧ୍ୟରୁ ମାତ୍ର ୧୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ। ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏଥିରେ ଯୋଗ ଦେଇ ନଥିଲେ। ତାଙ୍କ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଯାଇଥିଲେ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ। ତେବେ ସେଠାରେ ତାଙ୍କୁ ବୈଠକରେ ବସିବାକୁ ଅନୁମତି ଦିଆଯାଇ ନ ଥିଲା। ନୀତି ଅୟୋଗ ଗଭର୍ଣ୍ଣିଂ କାଉନସିଲରେ କେବଳ  ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସଦସ୍ୟ ଅଛନ୍ତି। ତେଣୁ ଏହି ଆଧାରରେ ତାଙ୍କୁ ବୈଠକରେ ବସିବା ସୁଯୋଗ ଦିଆଯାଇ ନଥିବା ସୂଚନା ମିଳିଛି।

ଅନ୍ୟପକ୍ଷରେ ବିଜେଡି ମୁଖପାତ୍ର ପ୍ରତାପ ଦେବ କହିଛନ୍ତି ଯେ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ ଆଦୌ ବୈଠକ ସ୍ଥାନକୁ ଯାଇ ନାହାନ୍ତି। ଗତକାଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଥିଲେ ଯେ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ୍ ବୈଠକରେ କେବଳ ମୁଖ୍ୟମନ୍ତ୍ରୀମାନେ ଯୋଗ ଦେବେ। ଏହି ସୂଚନା ପାଇବା ପରେ ଶ୍ରୀ ଅମାତଙ୍କୁ ଏସଂପର୍କରେ ଅବଗତ କରାଯାଇଥିଲା ଓ ବୈଠକକୁ ନଯିବା ଲାଗି କୁହାଯାଇଥିଲା। ତେବେ ସେ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story