ଦାୟିତ୍ୱ ଗ୍ରହଣ କଲେ ନୀତିନ ଗଡ଼କରୀ ଓ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଆଜି ନୂଆଦିଲ୍ଲୀଠାରେ ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କ ସହ ଏମ୍‌ଏସ୍‌ଏମ୍‌ଇ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନ୍ତ୍ରଣାଳୟର କାର୍ଯ୍ୟାଳୟ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ ଗଡ଼କରୀ କହିଛନ୍ତି,“ନିଯୁକ୍ତି ସୃଷ୍ଟି କରି ଦେଶର ଅର୍ଥନୀତିର ବିକାଶ କରିବା ପାଇଁ ଏମ୍‌ଏସ୍‌ଏମ୍‌ଇ ହେଉଛି ଏକ ପ୍ରମୁଖ ମନ୍ତ୍ରଣାଳୟ। ଯେଉଁ ବିଭାଗ ଗ୍ରାମାଞ୍ଚଳ, ଅର୍ଦ୍ଧ-ସହରାଞ୍ଚଳ ଓ ସହରାଞ୍ଚଳରେ ନିଯୁକ୍ତି […]

pratap-sadangi11111

pratap-sadangi11111

Manoranjan Sial
  • Published: Tuesday, 04 June 2019
  • Updated: 04 June 2019, 04:20 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଆଜି ନୂଆଦିଲ୍ଲୀଠାରେ ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କ ସହ ଏମ୍‌ଏସ୍‌ଏମ୍‌ଇ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି।

ମନ୍ତ୍ରଣାଳୟର କାର୍ଯ୍ୟାଳୟ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ ଗଡ଼କରୀ କହିଛନ୍ତି,“ନିଯୁକ୍ତି ସୃଷ୍ଟି କରି ଦେଶର ଅର୍ଥନୀତିର ବିକାଶ କରିବା ପାଇଁ ଏମ୍‌ଏସ୍‌ଏମ୍‌ଇ ହେଉଛି ଏକ ପ୍ରମୁଖ ମନ୍ତ୍ରଣାଳୟ। ଯେଉଁ ବିଭାଗ ଗ୍ରାମାଞ୍ଚଳ, ଅର୍ଦ୍ଧ-ସହରାଞ୍ଚଳ ଓ ସହରାଞ୍ଚଳରେ ନିଯୁକ୍ତି ସୃଷ୍ଟି କରିପାରିବ।”

ଉଭୟ ମନ୍ତ୍ରୀଙ୍କୁ ଏମ୍‌ଏସ୍‌ଏମ୍‌ଇ ସଚିବ ଡଃ ଅରୁଣ କୁମାର ପଣ୍ଡା, କେଭିଆଇସି ଅଧ୍ୟକ୍ଷ ବିନୟ କୁମାର ସକ୍‌ସେନା ପ୍ରମୁଖ ବରିଷ୍ଠ ପଦାଧିକାରୀମାନେ ସ୍ୱାଗତ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story