ଏନ୍ଆଇଟିର ଦ୍ୱିତୀୟ ସ୍ୱତନ୍ତ୍ର ସମାବର୍ତ୍ତନ ଉତ୍ସବରେ ବଂଶୀଧର ପଣ୍ଡାଙ୍କୁ ଡକ୍ଟରେଟ୍ ସମ୍ମାନ ପ୍ରଦାନ

ଭୁବନେଶ୍ୱର: ଭୁବନେଶ୍ୱରଠାରେ ଶୁକ୍ରବାର ଏନଆଇଟିର ଦ୍ୱିତୀୟ ସ୍ୱତନ୍ତ୍ର ସମାବର୍ତ୍ତନ ଉତ୍ସବରେ ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଡ. ବଂଶୀଧର ପଣ୍ଡା ଓ ଡ. ମନୀନ୍ଦ୍ର ଅଗ୍ରୱାଲଙ୍କୁ  ସମ୍ମାନସୂଚକ ଡକ୍ଟରେଟ୍ ସମ୍ମାନ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଆଇଆଇଟିର ନିର୍ଦ୍ଦେଶକ ଆର୍.ଭି ରାଜକୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଡ. ବଂଶୀଧର ପଣ୍ଡା ଓ ଡ. ମନୀନ୍ଦ୍ର ଅଗ୍ରୱାଲଙ୍କୁ ସମ୍ମାନସୂଚନ ଡକ୍ଟରେଟ୍ ସମ୍ମାନ ପ୍ରଦାନ କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଏନଆଇଟିର ନିର୍ଦ୍ଦେଶକ ସୁନୀଲ କୁମାର ଷଡ଼ଙ୍ଗୀ ଓ ବୋର୍ଡ ଅଫ୍ ଗଭର୍ଣ୍ଣାସର ଅଧ୍ୟକ୍ଷା ଶ୍ରୀମତୀ ରାମସ୍ୱାମୀ ଉପସ୍ଥିତ ଥିଲେ। ଆଜି ଏନଆଇଟିର ଦ୍ୱିତୀୟ ସ୍ୱତନ୍ତ୍ର ସମାବର୍ତ୍ତନ ଉତ୍ସବ ସହିତ ଭୁବନେଶ୍ୱରଠାରେ ଏହାର ଏକ ଏକ୍ସଟେନସନ ସେଣ୍ଟରର ଶିଳାନ୍ୟାସ ଉତ୍ସବ ମଧ୍ୟ ଅନୁଷ୍ଠିତ ହୋଇଥିଲା।

ଆହୁରି ପଢ଼ନ୍ତୁ

ଏଥର ଓଡ଼ିଶା ବାହାରେ ହେବ OJEE ପରୀକ୍ଷା କେନ୍ଦ୍ର

ଦିଲ୍ଲୀପ ବିଶୋୟୀ ହେବେ ରାଜ୍ୟ ସୂଚନା କମିଶନର!

ଯୁକ୍ତ ଦୁଇ ବିଜ୍ଞାନରେ ମୋଟ ୭ ପିଲା, ଜଣେ ଫର୍ମ ଫିଲପ୍ କରି ପରୀକ୍ଷା ଦେଲେନି-ଜିରୋ ରେଜଲ୍ଟ

ଆରୋଗ୍ୟ ହେଲେ ୧୪୨୨ କରୋନା ଆକ୍ରାନ୍ତ

ସ୍ୱତନ୍ତ୍ର ସଚିବ ଅଜୟ ଦାସଙ୍କୁ ଗିରଫ କଲା ଭିଜିଲାନ୍ସ

ଆଳିପିଙ୍ଗଳ ଜେଲରେ ୨୧ ବନ୍ଦୀଙ୍କୁ କରୋନା

ଅଗଷ୍ଟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୦୫ ଲୋକାଲ୍‌ କେସ

ସ୍ୱାଧୀନତା ଦିବସରେ ସ୍କୁଲକୁ ଆସିବେନି ଛାତ୍ରଛାତ୍ରୀ

ନିଜେ ଲିଭି ୬ ଜଣଙ୍କ ଜୀବନ ଦୀପ ଜଳାଇଥିଲେ, ସୂରଜଙ୍କ ନାଁରେ ଆରମ୍ଭ ହେଲା ସ୍ୱର୍ଣ୍ଣିମ ଅଧ୍ୟାୟ

ପିଇଓଙ୍କୁ ଅଟକ ରଖିଲେ ଲୋକ, ଗାଁରେ ପହଞ୍ଚିଲେ ବିଡିଓ

ବ୍ରହ୍ମପୁରରେ ୩୧% ଲୋକଙ୍କଠାରେ ଆଣ୍ଟିବଡ଼ି ବିକଶିତ ହୋଇଛି: ଡାକ୍ତର ସଂଘମିତ୍ରା ପତି