Advertisment

କବି ନିତ୍ୟାନନ୍ଦ ନାୟକ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇମ୍ପାକ୍ଟ ପକ୍ଷରୁ ଆଜି ଘୋଷଣା ହୋଇଛି ୪୧ତମ ଶାରଳା ପୁରସ୍କାର। ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ ପାଇବେ ଶାରଳା ପୁରସ୍କାର। କବିତା ସଙ୍କଳନ ‘ସେତେବେଳକୁ ନଥିବ’ ପାଇଁ ତାଙ୍କୁ ପୁରସ୍କୃତ ପ୍ରଦାନ କରାଯିବ। ପୁରସ୍କାର ସ୍ୱରୂପ ତାଙ୍କୁ ମିଳିବ ନଗଦ ୫ ଲକ୍ଷ ଟଙ୍କା ଓ ମାନପତ୍ର। ସେହିପରି ଅନ୍ୟ ଦୁଇ କୃତୀ ବ୍ୟକ୍ତିଙ୍କୁ ମିଳିବ ‘ଇଲା ପଣ୍ଡା ସଂଗୀତ ଓ ଚିତ୍ରକଳା ସମ୍ମାନ’। ସଂଗୀତ କ୍ଷେତ୍ରରେ ରଂଜିତ କୁମାର ନାଗ ଓ ଚିତ୍ରକଳା […]

କବି ନିତ୍ୟାନନ୍ଦ ନାୟକ ପାଇବେ ଶାରଳା ପୁରସ୍କାର

nitya-nanda

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇମ୍ପାକ୍ଟ ପକ୍ଷରୁ ଆଜି ଘୋଷଣା ହୋଇଛି ୪୧ତମ ଶାରଳା ପୁରସ୍କାର। ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ ପାଇବେ ଶାରଳା ପୁରସ୍କାର। କବିତା ସଙ୍କଳନ ‘ସେତେବେଳକୁ ନଥିବ’ ପାଇଁ ତାଙ୍କୁ ପୁରସ୍କୃତ ପ୍ରଦାନ କରାଯିବ। ପୁରସ୍କାର ସ୍ୱରୂପ ତାଙ୍କୁ ମିଳିବ ନଗଦ ୫ ଲକ୍ଷ ଟଙ୍କା ଓ ମାନପତ୍ର।

Advertisment

ସେହିପରି ଅନ୍ୟ ଦୁଇ କୃତୀ ବ୍ୟକ୍ତିଙ୍କୁ ମିଳିବ ‘ଇଲା ପଣ୍ଡା ସଂଗୀତ ଓ ଚିତ୍ରକଳା ସମ୍ମାନ’। ସଂଗୀତ କ୍ଷେତ୍ରରେ ରଂଜିତ କୁମାର ନାଗ ଓ ଚିତ୍ରକଳା କ୍ଷେତ୍ରରେ ‘ଇଲା ପଣ୍ଡା ସଂଗୀତ ଓ ଚିତ୍ରକଳା ସମ୍ମାନ’ରେ ସମ୍ମାନୀତ ହେବେ ଶ୍ୟାମସୁନ୍ଦର ପଟ୍ଟନାୟକ। ଏ ଦୁହିଁଙ୍କୁ ସମ୍ମାନ ସ୍ୱରୂପ ମିଳିବ ୧.୫ ଲକ୍ଷ ଲେଖାଏଁ ଟଙ୍କା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe