ଆଜିଠୁ ବ୍ରହ୍ମପୁରରୁ ଗଡ଼ିବନି ଘରୋଇ ବସ୍

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଆଜିଠୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡରୁ ରାଜ୍ୟର ଅନ୍ୟ ସ୍ଥାନକୁ ଗଡ଼ିବନି ଘରୋଇ ବସ୍। ହଳଦିଆ ପଦର ବସଷ୍ଟାଣ୍ଡରୁ ବସ୍ ଚଳାଚଳ ନେଇ ଘରୋଇ ବସ୍ ମାଲିକ ସଂଘ ଓ ଗଞ୍ଜାମ ଜିଲ୍ଲା ପ୍ରଶାସନ ମଧ୍ୟରେ ଆଲୋଚନା ବିଫଳ ହେବା ପରେ ସଂଘ ଏହି ନିଷ୍ପତ୍ତି ନେଇଛି। ନୂଆ ବସ୍‌ଷ୍ଟାଣ୍ଡ ତିଆରି ହେବା ଯାଏ ବସ୍‌ ସେବା ବନ୍ଦ ରଖାଯିବ ବୋଲି ଘରୋଇ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି। ଆଜିଠୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡର ଉନ୍ନତିକରଣ କାମ […]

bus

bus

Jyoshna Pradhan
  • Published: Tuesday, 26 November 2019
  • Updated: 26 November 2019, 08:25 AM IST

Sports

Latest News

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଆଜିଠୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡରୁ ରାଜ୍ୟର ଅନ୍ୟ ସ୍ଥାନକୁ ଗଡ଼ିବନି ଘରୋଇ ବସ୍। ହଳଦିଆ ପଦର ବସଷ୍ଟାଣ୍ଡରୁ ବସ୍ ଚଳାଚଳ ନେଇ ଘରୋଇ ବସ୍ ମାଲିକ ସଂଘ ଓ ଗଞ୍ଜାମ ଜିଲ୍ଲା ପ୍ରଶାସନ ମଧ୍ୟରେ ଆଲୋଚନା ବିଫଳ ହେବା ପରେ ସଂଘ ଏହି ନିଷ୍ପତ୍ତି ନେଇଛି।

ନୂଆ ବସ୍‌ଷ୍ଟାଣ୍ଡ ତିଆରି ହେବା ଯାଏ ବସ୍‌ ସେବା ବନ୍ଦ ରଖାଯିବ ବୋଲି ଘରୋଇ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି। ଆଜିଠୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡର ଉନ୍ନତିକରଣ କାମ ଆରମ୍ଭ ହେଉଥିବାରୁ ହଳଦିଆପଦର ବସ୍ ଟର୍ମିନାଲରୁ ବସ୍  ଚଳାଚଳ ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ତେବେ ଘରୋଇ ବସ୍‌ ମାଲିକ ସଂଘ ଏହାକୁ ବିରୋଧ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story