ଚଳିତ ବର୍ଷ ବି ଛାତ୍ର ସଂସଦ ନିର୍ବାଚନ ବାତିଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ପୁଣି ଥରେ ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ କରିଛନ୍ତି। ଆଜି ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, ସରକାରୀ କଲେଜ ପ୍ରିନ୍ସିପାଲ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜର ପ୍ରିନ୍ସିପାଲମାନଙ୍କୁ ରାଜ୍ୟ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଚିଠି ଲେଖି ଅବଗତ କରିଛନ୍ତି। ଶ୍ରୀ ମିଶ୍ର ତାଙ୍କ ଚିଠିରେ ଦର୍ଶାଇଛନ୍ତି ଯେ, ଛାତ୍ର ସମୁଦାୟର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଚଳିତବର୍ଷ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ […]

vote

vote

Jitendra Garnayak
  • Published: Thursday, 22 August 2019
  • Updated: 22 August 2019, 07:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ପୁଣି ଥରେ ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ କରିଛନ୍ତି। ଆଜି ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, ସରକାରୀ କଲେଜ ପ୍ରିନ୍ସିପାଲ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜର ପ୍ରିନ୍ସିପାଲମାନଙ୍କୁ ରାଜ୍ୟ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଚିଠି ଲେଖି ଅବଗତ କରିଛନ୍ତି।

ଶ୍ରୀ ମିଶ୍ର ତାଙ୍କ ଚିଠିରେ ଦର୍ଶାଇଛନ୍ତି ଯେ, ଛାତ୍ର ସମୁଦାୟର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଚଳିତବର୍ଷ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ନକରିବା ପାଇଁ ନିଷ୍ପତ୍ତି ନିଆଯାଇଛି।  ଯେଉଁ ବିଶ୍ୱବିଦ୍ୟାଳୟ ଓ କଲେଜରେ ଛାତ୍ରମାନଙ୍କ ପ୍ରତିନିଧିଙ୍କ ଆବଶ୍ୟକତା ଥିବ, ସେଠାରେ ଛାତ୍ର ପ୍ରତିନିଧି ମନୋନୀତ କରିବା ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷମାନଙ୍କୁ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ସେପ୍ଟେମ୍ବର ୩୦ତାରିଖରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେବା କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ତା’ପୂର୍ବରୁ କେତେକ କଲେଜରେ ନିର୍ବାଚନୀ ପୂର୍ବ ହିଂସାକାଣ୍ଡର ଖବର ଗଣମାଧ୍ୟମରେ ପ୍ରକାଶିତ ହୋଇଥିଲା। ଗତବର୍ଷ ମଧ୍ୟ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story