କଟକ (ଓଡ଼ିଶା ରିପୋର୍ଟର): ଘରୋଇ ସ୍କୁଲ୍ ଫି’ ଛାଡ଼ ଆବେଦନ ମାମଲାରେ ପୂର୍ବଥର ପରି ଏଥର ବି ହାତ ଟେକି ଦେଲେ ରାଜ୍ୟ ସରକାର। ସ୍କୁଲ ଫି ନିୟନ୍ତ୍ରଣରେ କୌଣସି କର୍ତ୍ତୃତ୍ୱ ନଥିବା ଜଣାଇଛନ୍ତି ରାଜ୍ୟ ସରକାର।
ଘରୋଇ ସ୍କୁଲ୍ ଫି ଛାଡ଼ ଆବେଦନ ମାମଲାରେ ଆଜି ହାଇକୋର୍ଟରେ ସତ୍ୟପାଠ ଦାଖଲ କରି ଏପରି କହିଛନ୍ତି ରାଜ୍ୟ ସରକାର। ଆସନ୍ତା ୧୦ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଅଫିସ୍ରେ ମାତାଲ RI କହୁଛନ୍ତି- ମୋଦି ମୋର ଫ୍ରେଣ୍ଡ, ଚାହିଁଲେ ପ୍ରଧାନମନ୍ତ୍ରୀ ହୋଇଯିବି
ଖଜଣା ଦେଇ ପାଉତି କାଟିଲେ ଚାଷୀମାନେ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିବେ। ହେଲେ ଦୁର୍ଭାଗ୍ୟର ବିଷୟ ବୌଲାଙ୍ଗ ଆର୍ଆଇ ଅଫିସ୍ରେ ନାହାଁନ୍ତି। ତେଣୁ ଚାଷୀମାନେ ପଟା ଓ ପାଉତି ଧରି ଆର୍ଆଇ ଅଫିସ୍ ଆଗରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିଲେ।