କୋହଳ ହେଲା କଟକଣା, ବିନା ଟିକା ସାର୍ଟିଫିକେଟରେ ଜଗା ଦର୍ଶନ କରିବେ ଶ୍ରଦ୍ଧାଳୁ

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀମନ୍ଦିର ପାଇଁ ଆଉ ଟିକେ କୋହଳ ହେଲା କଟକଣା। ବିନା ଟିକା ସାର୍ଟିଫିକେଟରେ ମହାପ୍ରଭୁଙ୍କୁ ଦର୍ଶନ କରିହେବ ଭକ୍ତ। ଫେବ୍ରୁଆରୀ ୨୧ଠାରୁ ବିନା ଟିକା ସାର୍ଟିଫିକେଟରେ ଶ୍ରୀମନ୍ଦିର ପ୍ରବେଶ। ଅଧିକାଂଶ ଲୋକ ଡବଲ ଡୋଜ୍‌ ନେଇସାରିଥିବାରୁ ହେଲା ନିଷ୍ପତ୍ତି। ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏନେଇ ସୂଚନା ଦେଇଛନ୍ତି। ଏବେ ଡବଲ ଡୋଜ୍‌ ଟିକା ସାର୍ଟିଫିକେଟ ଦେଖେଇ ପ୍ରବେଶ କରୁଥିଲେ ଶ୍ରଦ୍ଧାଳୁ। ଆଜି ନୀତି ସବ୍‌କମିଟି ଓ ଛତିଶା ନିଯୋଗ […]

puri

puri

Manoranjan Sial
  • Published: Monday, 14 February 2022
  • Updated: 14 February 2022, 05:50 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀମନ୍ଦିର ପାଇଁ ଆଉ ଟିକେ କୋହଳ ହେଲା କଟକଣା। ବିନା ଟିକା ସାର୍ଟିଫିକେଟରେ ମହାପ୍ରଭୁଙ୍କୁ ଦର୍ଶନ କରିହେବ ଭକ୍ତ। ଫେବ୍ରୁଆରୀ ୨୧ଠାରୁ ବିନା ଟିକା ସାର୍ଟିଫିକେଟରେ ଶ୍ରୀମନ୍ଦିର ପ୍ରବେଶ। ଅଧିକାଂଶ ଲୋକ ଡବଲ ଡୋଜ୍‌ ନେଇସାରିଥିବାରୁ ହେଲା ନିଷ୍ପତ୍ତି। ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏନେଇ ସୂଚନା ଦେଇଛନ୍ତି। ଏବେ ଡବଲ ଡୋଜ୍‌ ଟିକା ସାର୍ଟିଫିକେଟ ଦେଖେଇ ପ୍ରବେଶ କରୁଥିଲେ ଶ୍ରଦ୍ଧାଳୁ।

ଆଜି ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ ବସିଥିଲା। ଏଥିରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପୁରୀ ଗସ୍ତ ସମ୍ପର୍କରେ ଆଲୋଚନା ହୋଇଥିଲା। ୧୯ ତାରିଖରେ ଦୁଇଦିନିଆ ଗସ୍ତରେ ଆସିବେ ରାଷ୍ଟ୍ରପତି। ସେ ୫ଟାରୁ ୫ଟା ୪୫ ମିନିଟ୍‌ ଭିତରେ ଶ୍ରୀମନ୍ଦିରରେ କରିବେ ଦର୍ଶନ। ରାଷ୍ଟ୍ରପତିଙ୍କ ପାଇଁ ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ସେପଟେ ୨୧ ତାରିଖରୁ ଲାଗୁହେବ ନୂଆ ଏସଓପି। କୋହଳ ହେଲା ଦର୍ଶନ ବ୍ୟବସ୍ଥା। ହଟିବ କିଓସ୍କ କାଉଣ୍ଟର। ଆଉ ଭକ୍ତଙ୍କୁ ଦେଖାଇବାକୁ ପଡିବ ନାହିଁ କୋଭିଡ୍‌ ପ୍ରମାଣପତ୍ର। ପୂର୍ବପରି ରବିବାର ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରହିବ। ନୀତିକାନ୍ତିକୁ ନେଇ ୨୦ରୁ ୨୫ ତାରିଖ ମଧ୍ୟରେ ବସିବ ନୀତି ସବକମିଟି ବୈଠକ। ମଙ୍ଗଳ ଆଳତୀ ନୀତି ଶୃଙ୍ଖଳିତ କରିବା ପାଇଁ ହେବ ନୀତି ସବକମିଟି ବୈଠକ। ଦ୍ୱାର ଫିଟାରୁ ରାତ୍ର ପହୁଡ଼ ନେଇ ସମସ୍ତ ନୀତି କିଭଳି ଆହୁରି ଶୃଙ୍ଖଳିତ ହେବ ସେନେଇ ଆଲୋଚନା କରାଯିବ ବୋଲି ନିଷ୍ପତ୍ତି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story