ବାତ୍ୟା ହେବନି, କିନ୍ତୁ ୭ରୁ ଛେଚିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେବାରେ ଲାଗିଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଏହାର ଗତି ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ରହିବ। ଏହାର ପ୍ରଭାବରେ ୭ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ୯ ଓ ୧୦ରେ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ। ମାତ୍ର ଓଡ଼ିଶାରେ ବାତ୍ୟା ଆଶଙ୍କା ନାହିଁ। କେବଳ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି […]

rain

rain

Rakesh Mallick
  • Published: Tuesday, 05 December 2017
  • Updated: 05 December 2017, 05:09 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେବାରେ ଲାଗିଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଏହାର ଗତି ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ରହିବ। ଏହାର ପ୍ରଭାବରେ ୭ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ୯ ଓ ୧୦ରେ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ। ମାତ୍ର ଓଡ଼ିଶାରେ ବାତ୍ୟା ଆଶଙ୍କା ନାହିଁ। କେବଳ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି।

ଅନ୍ୟପକ୍ଷରେ ସମ୍ଭାବ୍ୟ ବର୍ଷା ପୂର୍ବରୁ ଫସଲ ସୁରକ୍ଷା ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଖଳା ଓ ମଣ୍ଡିରେ କିଭଳି ଧାନକୁ ସୁରକ୍ଷିତ ରଖାଯାଇ ପାରିବ, ସେନେଇ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି। ଆଲୋଚନା ବେଳେ ଧାନଖଳା ଓ ମଣ୍ଡିରେ ଯେପରି ଧାନ ନଷ୍ଟ ନହୁଏ ସେଥିପାଇଁ ବ୍ୟବସ୍ଥା କରିବାକୁ କହିଛନ୍ତି। ଏହାଛଡ଼ା ଧାନ ସୁରକ୍ଷିତ ରଖିବା ଲାଗି ଆର୍‌ଏମ୍‌ସି ଅର୍ଥ ଖର୍ଚ୍ଚ କରି ପାରିବ। ମାଇକ୍‌ରେ ପ୍ରଚାର, ଓ ବିଜ୍ଞାପନ ଲାଗି ଅର୍ଥ ପ୍ରଶାସନ ଅର୍ଥ ଖର୍ଚ୍ଚ କରି ପାରିବ ବୋଲି ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ କହିଛନ୍ତି। ସେହିଭଳି ଚାଷୀଙ୍କୁ ସେମାନଙ୍କ ଇନ୍‌ପୁଟ୍‌ ସବ୍‌ସିଡି ତୁରନ୍ତ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ସ୍ୱତନ୍ତ୍ର ରିଲିଫ କମିସନର ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story