ଦଶହରା, ଦୀପାବଳି ଓ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ମନା

ପୁରୀ (ଓଡ଼ିଶା ରିପୋର୍ଟର): ଦଶହରା ଦିନ ସାଧାରଣ ଦର୍ଶନ ବନ୍ଦ ରହିବ। ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ। କିନ୍ତୁ ୨୦ ତାରିଖରେ ପଡୁଥିବା କୁମାରପୂର୍ଣ୍ଣିମା ଦିନ ଶ୍ରୀମନ୍ଦିର ଖୋଲା ରହିବ। ଭକ୍ତମାନେ ନିୟମ ଅନୁସାରେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରିବଆ। ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ଶେଷ ହେବା ପରେ ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରୀଶନ କୁମାର। ଠିକ୍‌ ସେହିପରି ନଭେମ୍ବର […]

Puri JagannathTemple

Puri JagannathTemple

Manoranjan Sial
  • Published: Monday, 11 October 2021
  • Updated: 11 October 2021, 05:32 PM IST

Sports

Latest News

ପୁରୀ (ଓଡ଼ିଶା ରିପୋର୍ଟର): ଦଶହରା ଦିନ ସାଧାରଣ ଦର୍ଶନ ବନ୍ଦ ରହିବ। ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ। କିନ୍ତୁ ୨୦ ତାରିଖରେ ପଡୁଥିବା କୁମାରପୂର୍ଣ୍ଣିମା ଦିନ ଶ୍ରୀମନ୍ଦିର ଖୋଲା ରହିବ। ଭକ୍ତମାନେ ନିୟମ ଅନୁସାରେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରିବଆ। ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ଶେଷ ହେବା ପରେ ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରୀଶନ କୁମାର। ଠିକ୍‌ ସେହିପରି ନଭେମ୍ବର ମାସରେ ସମସ୍ତ ରବିବାର ସମେତ ୪ ତାରିଖରେ ଦୀପାବଳି ଓ ୧୬ରେ କାର୍ତ୍ତିକ ମାସ ବଡ଼ ଏକାଦଶୀ, ୧୯ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ରହିବ।

ଶ୍ରୀମନ୍ଦିର ସେବାୟତଙ୍କ ପାରମ୍ପରିକ ବେଶଭୁଷା ଉପରେ ଆଜିର ବୈଠକରେ ଗୁରୁତ୍ୱାରୋପ କରାଯାଇଛି। କୁମାରପୂର୍ଣ୍ଣିମାରୁ ସେବାୟତମାନେ ପାରମ୍ପରିକ ବେଷରେ ଭିତରକାଠରୁ ଗର୍ଭଗୃହକୁ ଯାଇପାରିବେ। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ଲାଗୁ ହେବ। ଦୀପାବଳୀଠାରୁ ଶ୍ରୀମନ୍ଦିର କର୍ମଚାରୀମାନେ ସ୍ୱତନ୍ତ୍ର ବେଶପୋଷାକରେ ଶ୍ରୀମନ୍ଦିରକୁ ଯିବେ। ଏହାପରେ ଏହି କଟକଣା ପରବର୍ତ୍ତୀ ସମୟରେ ଭକ୍ତଙ୍କ କ୍ଷେତ୍ରରେ ଲାଗୁ ହେବାର ସମ୍ଭାବନା ରହିଛି।

ସେପଟେ ଆନନ୍ଦବଜାରରୁ କିଭଳି ସୃଙ୍ଖଳିତ ଭାବେ ଭକ୍ତ ମହାପ୍ରସାଦ ପାଇପାରିବେ ତାହା ଉପରେ ଆଜିର ବୈଠକରେ ଆଲୋଚନା ହୋଇଥିଲା। ଶ୍ରୀମନ୍ଦିର ଐତିହ୍ୟ ସୁରକ୍ଷା କରିଡର ନିର୍ମାଣକୁ ଅନୁମୋଦନ ଦେଇଛି ଏନଏମଏ। ଶ୍ରୀମନ୍ଦିର ଐଶାନ୍ୟ କୋଣରେ ଆସନ୍ତା ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ କାର୍ଯ୍ୟର ଭୁମି ପୂଜନ କରିବେ। କୋଭିଡ ନିୟମ ଭିତରେ ଏ ସବୁ କାର୍ଯ୍ୟକ୍ରମ ହେବ।

ଧର୍ମମାସ କାର୍ତ୍ତିକରେ ହବିଷ୍ୟାଳିମାନେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ଜଳସ୍ପର୍ଶ କରିଥାନ୍ତି। ତେଣୁ ସେମାନଙ୍କ ପାଇଁ ଆଧାର କାର୍ଡ ଦେଖାଇ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରିବା ପାଇଁ ଦାବି ହେଉଛି। କୋଭିଡ଼ ସମୟରେ ହବିଷ୍ୟାଳୀ ନଆସିବାକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story