କଟକରେ ହେବ ନାହିଁ ଗଣେଶ ପୂଜା

କଟକ( ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ପାଇଁ କଟକ ସହରରେ ଚଳିତ ବର୍ଷ ହେବ ନାହିଁ ଗଣେଶ ପୂଜା।  କଟକ ମହାନଗର ପୂଜା କମିଟି ସଂପାଦକ ପ୍ରଭାତ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି।

ଆଜି କଟକ ମହାନଗର ଶାନ୍ତି କମିଟି ଓ କଟକ ମହାନଗର ପୂଜା କମିଟି ସହ କମିଶନରେଟ୍ ପୁଲିସର ବୈଠକ ବସିଥିଲା।  ବୈଠକରେ ପରେ କଟକ ମହାନଗର ପୂଜା କମିଟି ସଂପାଦକ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ,  କରୋନା ସଂକ୍ରମଣ ପାଇଁ କଟକ ସହରରେ ଏଥର ଗଣେଶ ପୂଜା ହେବ ନାହିଁ । ଯଦି କରୋନା ସ୍ଥିତି ଏଭଳି ଲାଗି ରହେ କଟକରେ ଦଶହରାରେ କେବଳ ମୂର୍ତ୍ତି ପୂଜା ହେବ।

 

ଆହୁରି ପଢ଼ନ୍ତୁ

ଇସ୍ତଫା ପରେ ବିଜେଡିରୁ ବହିଷ୍କୃତ ହେଲେ କଳ୍ପତରୁ ଓଝା

ଆଜି ବସିବ କଂଗ୍ରେସ ଓ ଶାସକ ବିଜେଡିର ବିଧାୟକ ଦଳ ବୈଠକ

ରାଜ୍ୟରେ ୮୦୦ ପାର୍‌ କଲା କରୋନା ମୃତକଙ୍କ ସଂଖ୍ୟା

ସମ୍ବଲପୁରୀ ଶାଢ଼ୀକୁ ପଶ୍ଚିମବଙ୍ଗର ଦର୍ଶାଇ ବିକୁଥିଲା ଆମାଜନ୍‌, ଦୋଷ ମାନିଲା

ଆଜି ବାହାରିବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ

କାଲିଠୁ ବିଧାନସଭା ଅଧିବେଶନ; ସଦସ୍ୟଙ୍କ ଲାଗି ହୋଇଛି ସ୍ୱତନ୍ତ୍ର ଆୟୋଜନ

ଆଖି ବୁଜିଲେ ଆଉ ଜଣେ କୋଭିଡ୍‌ ଯୋଦ୍ଧା

ବିରୋଧ ସତ୍ତ୍ୱେ କେନ୍ଦ୍ରର ନୂଆ କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ଅନୁମୋଦନ

ବିଶ୍ୱ ପର୍ଯ୍ୟଟନ ଦିବସରେ ଅର୍କକ୍ଷେତ୍ର କୋଣାର୍କକୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱରରେ କରୋନା ସ୍ଥିତି: ୟୁନିଟ୍‌-୯ରୁ ୧୭, ୟୁନିଟ୍‌-୮ ଓ ଶୈଳଶ୍ରୀ ବିହାରରୁ ୧୨ ଲେଖାଏଁ ଚିହ୍ନଟ

ନବମ ଶ୍ରେଣୀ ଛାତ୍ରଙ୍କୁ ଛୁରୀ ଭୁଷି ହତ୍ୟା!

ବଳି ପଡ଼ିପାରନ୍ତି ବିଜେଡି ବିଧାୟକ ଉମା : ତାରା