ଆରଟିଓ ଅଫିସ୍‌ରେ ଆଉ ଲାଗିବନି ଭିଡ଼; ସ୍ମାର୍ଟ ଧାଡିରେ ଛି଼ଡା ହେବେ ଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରଟିଓ ଅଫିସ୍‌ରେ ଆଉ ଲାଗିବନି ଲମ୍ବା ଧାଡ଼ି। ଡ୍ରାଇଭିଂ ଲାଇସେନ୍ସ କିମ୍ବା ଅନ୍ୟ କାମ ପାଇଁ ଲୋକଙ୍କୁ ଅଧିକ ସମୟ ଧାଡ଼ିରେ ଛିଡ଼ା ହେବାକୁ ପଡ଼ିବନି । ଏଥିପାଇଁ ଲୋକଙ୍କୁ ସ୍ମାର୍ଟ ଧାଡ଼ିରେ ଛିଡ଼ା କରାଇବାକୁ ରାଜ୍ୟ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି।  ଶୀଘ୍ର ଓ ସହଜ କାମ ଲାଗି ଲୋକଙ୍କୁ ସ୍ମାର୍ଟ ଧାଡିରେ ଛି଼ଡା କରାଇବାର ନୂଆ ଯୋଜନା କରିଛି ରାଜ୍ୟ ପରିବହନ ବିଭାଗ । ଏନେଇ ନ୍ୟାସନାଲ୍ ସ୍ମଲ୍ ଇଣ୍ଡିଷ୍ଟ୍ରିଜ୍ […]

rrr

rrr

Niharika Rout
  • Published: Tuesday, 02 February 2021
  • Updated: 02 February 2021, 12:00 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରଟିଓ ଅଫିସ୍‌ରେ ଆଉ ଲାଗିବନି ଲମ୍ବା ଧାଡ଼ି। ଡ୍ରାଇଭିଂ ଲାଇସେନ୍ସ କିମ୍ବା ଅନ୍ୟ କାମ ପାଇଁ ଲୋକଙ୍କୁ ଅଧିକ ସମୟ ଧାଡ଼ିରେ ଛିଡ଼ା ହେବାକୁ ପଡ଼ିବନି ।

ଏଥିପାଇଁ ଲୋକଙ୍କୁ ସ୍ମାର୍ଟ ଧାଡ଼ିରେ ଛିଡ଼ା କରାଇବାକୁ ରାଜ୍ୟ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି।  ଶୀଘ୍ର ଓ ସହଜ କାମ ଲାଗି ଲୋକଙ୍କୁ ସ୍ମାର୍ଟ ଧାଡିରେ ଛି଼ଡା କରାଇବାର ନୂଆ ଯୋଜନା କରିଛି ରାଜ୍ୟ ପରିବହନ ବିଭାଗ । ଏନେଇ ନ୍ୟାସନାଲ୍ ସ୍ମଲ୍ ଇଣ୍ଡିଷ୍ଟ୍ରିଜ୍ କୋର୍ପୋରେସନ୍ ସହ ଏମ୍ଓୟୁ ସ୍ୱାକ୍ଷରିତ ହୋଇଛି ।

ପ୍ରଥମ ପର୍ଯ୍ୟାୟରେ ଅନୁଗୁଳ, ବାଲେଶ୍ୱର, ଭାଦ୍ରକ, ଭୁବନେଶ୍ୱର-୧, କଟକ, ଗଞ୍ଜାମ, ପୁରୀରେ ଆରମ୍ଭ କରାଯିବ । ଲୋକଙ୍କୁ ଗୁଣାତ୍ମକ ସେବା ଯୋଗାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି।  ଆରଟିଓ  ଅଫିସରେ କୌଣସି କାମ ଥିଲେ ସେମାନେ ଅନ୍‌ଲାଇନ୍‌ରେ ଗୋଟିଏ ସ୍ଲଟ ବୁକିଂ କରିପାରିବେ । ସ୍ଲଟ୍ ଆସିବା ଯାଏ କୌଣସି ସ୍ଥାନରେ ବସି ନିଜର ଅନ୍ୟ କାମ କରିପାରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story